Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ଲଟ ବେପାରରୁ ଅପହରଣ, ୪ ଥାନାରେ ଅଟକ

by Anil Panda
August 16, 2020
in Breaking, Nayagarh
ପ୍ଲଟ ବେପାରରୁ ଅପହରଣ, ୪ ଥାନାରେ ଅଟକ
1.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଂଚଳରେ ପ୍ଲଟ ବେପାରକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅପହରଣ ନେଇ ଅପହୃତ ହୋଇଥିବା ଯୁବକ ନୂଆଗାଁ ଥାନାରେ ଅଭିଯୋଗ କରିଥିବା ବେଳେ ପୁଲିସ ୪ ଜଣଙ୍କୁ ଥାନାରେ ଅଟକ ରଖି ପଚାରାଉଚରା କରୁଥିବା ଜଣାଯାଇଛି । ସୂଚନାନୁସାରେ, ଦଶପଲ୍ଲା ଅଂଚଳର ସୁଦର୍ଶନ ସାହୁ ନାମକ ଜଣେ ଯୁବକଙ୍କ ସହ ଅନ୍ୟ କିଛି ଯୁବକ ମିଶି ପ୍ଲଟିଂ ବେପାର କରୁଥିବା ବେଳେ କୈାଣସି କାରଣକୁ କେନ୍ଦ୍ର କରି ଉକ୍ତ ଯୁବକମାନେ ତାଙ୍କ ଅପହରଣ କରିଥିବା ନେଇ ନୂଆଗାଁ ଥାନାରେ ସୁଦର୍ଶନ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁସାରେ, ନୂଆଗାଁ ପୁଲିସ କିଛି ଯୁବକଙ୍କ ନାମରେ ମାମଲା ରୁଜୁ କରିଥିବା ବେଳେ ୪ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଜଣାଯାଇଛି । ଏହି ଘଟଣାରେ ଅନ୍ୟ କିଛି ଯୁବକ ଫେରାର ଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!