Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଭଉଣୀଙ୍କୁ ଅପହରଣ ଅଭିଯୋଗ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
July 10, 2021
in Crime, State
ସମ୍ପତ୍ତି ବିବାଦକୁ ନେଇ ହତ୍ୟା
142
VIEWS
Share on FacebookShare on Twitter

ନୀଳଗିରି, (ବାଘୁଆବାର୍ତ୍ତା): ଦୁଇ ନାବାଳିକା ଭଉଣୀକୁ ଅପହରଣ କରିନେଇଥିବା ଅଭିଯୋଗ ହୋଇଛି। ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅଧୀନ ଏକ ଅଞ୍ଚଳର ଦୁଇ ନାବାଳିକା ଭଉଣୀକୁ ଗତକାଲି ଦୁଇ ଜଣ ଯୁବକ ଅପହରଣ କରିନେଇଥିବା ଆଜି ନାବାଳିକାର ମା’ ଅଯୋଧ୍ୟା ଫାଣ୍ଡିରେ ଅଭିଯୋଗ କରିଛନ୍ତି। ଅପହରଣ କରିଥିବା ଦୁଇ ଜଣ ଯୁବକ ମଧ୍ୟରୁ ଜଣେ ସଜନାଗଡ଼ ଅଞ୍ଚଳର ଓ ଅନ୍ୟ ଜଣେ ପୁଡ଼ାଶୁଳ ଅଞ୍ଚଳର ବୋଲି ନାବାଳିକାଙ୍କ ମା’ ସନ୍ଦେହ କରିଛନ୍ତି। ନାବାଳିକାଙ୍କ ଜୀବନ ବିପଦରେ ଥିବା ତାଙ୍କ ମା’ କହିଛନ୍ତି। ଏନେଇ ଅଭିଯୋଗ ପାଇ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!