Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୪ ମାସ ପରେ ଜେଲ

by ସଞ୍ଜୟ ସ୍ୱାଇଁ
July 24, 2021
in Crime, State
ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୪ ମାସ ପରେ ଜେଲ
92
VIEWS
Share on FacebookShare on Twitter

ପାଟଣାଗଡ, (ବାଘୁଆବାର୍ତ୍ତା): ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାକୁ ଅପହରଣ ପରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏହି ମାମଲା ରୁଜୁ ହେବାର ୪ ମାସ ପରେ ଲରମ୍ଭା ଥାନା କାଦୋପାଣି ଗାଁର ଅଭିଯୁକ୍ତ ବୁଦ୍ଧରାଜ କନ୍ଧପାଣି ଓରଫ ରବି (୨୦)କୁ ଗିରଫ କରି କୋର୍ଟଚାଲାଣ କରଛି । ଜାମିନ ନାମଞ୍ଜୁର ହେବାରୁ ତାକୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇଦିଆଯାଇଛି । ପୋଲିସ ସୂତ୍ରରୁ ପ୍ରକାଶ ଯେ, ଉକ୍ତ ନାବାଳିକାକୁ ବୁଦ୍ଧରାଜ ବିବାହର ପ୍ରତିଶ୍ରୁତି ଦେଇ ଗତ ମାର୍ଚ୍ଚ ମାସ ୧୨ ତାରିଖ ଦିନ ଅପହରଣ କରି ନେଇଥିଲା । ଏନେଇ ନାବାଳିକାର ବାପା ପାଟଣାଗଡ଼ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ତଦନ୍ତ କରି ନାବାଳିକା ଓ ରବି ବେଙ୍ଗାଲୁରୁରେ ଥିବା ଜାଣି ପାରିଥିଲା । ପୋଲିସ ପରିବାର ଲୋକଙ୍କୁ ନେଇ ଗତ ୧୮ତାରିଖ ଦିନ ବେଙ୍ଗାଲୁରୁ ଯାଇ ୨୦ ତାରିଖ ଦିନ ଉଭୟଙ୍କୁ ପାଟଣାଗଡ଼ ଥାନାକୁ ଆଣିଥିଲା ବୋଲି ଏଆଇ ସଂଯୁକ୍ତା ପ୍ରଧାନ ସୂଚନା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!