Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଚ୍ ରାସ୍ତାରେ ଅଧ୍ୟାପକଙ୍କୁ ହାଣିଦେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
August 12, 2024
in Crime, State
ବିଚ୍ ରାସ୍ତାରେ ଅଧ୍ୟାପକଙ୍କୁ ହାଣିଦେଲେ ଦୁର୍ବୃତ୍ତ
122
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): ଅଧ୍ୟାପକଙ୍କୁ ଆକ୍ରମଣ। ପଛରୁ ଆସିଲେ ଭୁଜାଲି ଧରି ହାଣିଲେ। ଆଉ ମୁଣ୍ଡରେ ହେଲମେଟ ଥିବାରୁ ଅଳ୍ପକେ ଜୀବନ ବଂଚାଇପାରିଲେ ଅଧ୍ୟାପକ। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ କପ୍ତିପଦା ଥାନା କୁକୁରଡିମା ଛକ ନିକଟରେ। ନୁଦଡିହା ମେଘାସନ ମହାବିଦ୍ୟାଳୟର ଅଧ୍ୟାପକ ରୂପେଶ କୁମାର ମହାପାତ୍ର କଲେଜ ଯାଉଥିବା ବେଳେ କୁକୁରଡିମା ଛକ ନିକଟରେ ଦୁଇ ଜଣ ଯୁବକ ଆକ୍ରମଣ କରିଛନ୍ତି। ପଛପଟୁ ବାଇକରେ ଆସି ଭୁଜାଲିରେ ତାଙ୍କ ମୁଣ୍ଡକୁ ହାଣିଥିଲେ। ଅଧ୍ୟାପକ ରୂପେଶ ହେଲମେଟ ପିନ୍ଧିଥିବାରୁ ଭୁଜାଲି ଚୋଟ ହେଲମେଟରେ ବାଜିଥିବା ବେଳେ ଅଳ୍ପକେ ବର୍ତି ଯାଇଥିଲେ। ହେଲେ ଦୁଇ ଦୁର୍ବୃତ୍ତ ପୁଣି ଭୁଜାଲିରେ ତାଙ୍କୁ ହାଣିଥିବା ବେଳେ ତାଙ୍କ କାନ୍ଧରେ କ୍ଷତ ହୋଇଛି। ଘଟଣାସ୍ଥଳରୁ ଖସିଯିବାକୁ ଉଦ୍ରମ କରୁଥିବା ବେଳେ ଦୁବୁର୍ତମାନେ କିଛି ବାଟ ତାଙ୍କୁ ଗୋଡାଇଥିଲେ। ହେଲେ ସେ ନିକଟସ୍ଥ ଗାଁ ଭିତରକୁ ପଶିଯିବାରୁ ଦୁର୍ବୃତ୍ତମାନେ ସେଠାରୁ ଖସି ଚାଲିଯାଇଥିଲେ। ତେବେ କେଉଁ କାରଣରୁ ଅଧ୍ୟାପକଙ୍କୁ ଆକ୍ରମଣ ହୋଇଛି ତାହା ସ୍ପଷ୍ଟ ହୋଇନଥିବା ବେଳେ ଘଟଣାର ଖୋଳତାଡ କରୁଛି ପୋଲିସ୍।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!