Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରଗଡ଼ରେ ବିଗୁଡୁଛି ଆଇନଶୃଙ୍ଖଳା, ପୋଲିସକୁ କିନ୍ନରଙ୍କ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
May 25, 2025
in State
ବରଗଡ଼ରେ ବିଗୁଡୁଛି ଆଇନଶୃଙ୍ଖଳା, ପୋଲିସକୁ କିନ୍ନରଙ୍କ ଆକ୍ରମଣ
22
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ ଜିଲାରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଚୋରି, ଲୁଟ୍ପାଟ, ନିଶା କାରବାର ବଢ଼ି ଚାଲି ଥିବା ଯୋଗୁ ଲୋକେ ନିଜକୁ ସୁରକ୍ଷିତ ମଣୁ ନାହାନ୍ତି। ଅନ୍ୟପକ୍ଷରେ ପୋଲିସ ମଧ୍ୟ ଏଠାରେ ଅସୁରକ୍ଷିତ ହୋଇପଡ଼ିଛି। ରବିବାର ବରଗଡ଼ ସହରର କେନ୍ଦ୍ରସ୍ଥଳୀ ଗାନ୍ଧିଛକରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତା ଉପରେ ପୋଲିସ ଉପରକୁ କିନ୍ନରମାନେ ଆକ୍ରମଣ କରିଛନ୍ତି। ଏଥିରେ ଜଣେ ଟ୍ରାଫିକ୍ ଇନ୍ସପେକ୍ଟର ମଙ୍ଗଳ କିସ୍କୁ ଲହୁଲୁହାଣ ହୋଇପଡ଼ିଛନ୍ତି। ବରଗଡ଼ ଡାକ୍ତରଖାନାରେ ସେ ଚିକିତ୍ସିତ ହୋଇଛନ୍ତି। ସ୍ଥାନୀୟ ଟାଉନ ଥାନା ପୋଲିସ ୨ କିନ୍ନରଙ୍କୁ ଅଟକ ରଖି ତଦନ୍ତ ଚଲାଇଛି।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!