Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେସିବି ଇଞ୍ଜିନ ଭିତରୁ ୧୧ ଫୁଟର ଅଜଗର ଉଦ୍ଧାର

by ସଞ୍ଜୟ ସ୍ୱାଇଁ
January 18, 2021
in State
ଜେସିବି ଇଞ୍ଜିନ ଭିତରୁ ୧୧ ଫୁଟର ଅଜଗର ଉଦ୍ଧାର
459
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା) : ବ୍ରହ୍ମପୁର ସହର ଉପକଣ୍ଠ ପଲ୍ଲୀ ଗୁମୁଲା ଗ୍ରାମ ନୂଆ ବନ୍ଧ ନିକଟରୁ ଦୁଇଟି ଅଜଗର ସାପକୁ ଉଦ୍ଧାର କରାଯାଇଛି। ନୂଆ ବନ୍ଧର ସୋନ୍ଦର୍ଯ୍ୟ କରଣ କାର୍ଯ୍ୟ ଚାଲିଥିବା ବେଳେ ଜେସିବି ମସିନ ଦ୍ୱାରା ପାଣି ବାହାର କରିବାକୁ ନାଳ ଖୋଲା ଯାଉଥିଲା। ଉକ୍ତ ନାଳ ଖୋଲିବା ସମୟରେ ଗୋଟିଏ ବଡ଼ ପାଇପ ମଧ୍ୟରୁ ଦୁଇଟି ଅଜଗର ସାପ ବାହାରକୁ ଆସିଥିଲେ। ଗୋଟିଏ ୭ ଫୁଟର ଅଜଗରକୁ ଜେସିବି ଚାଳକ କୌଶଳ କ୍ରମେ ଗାଡିର ଶୁଣ୍ଢରେ ଦାବି ରଖିଥିଲେ। ଅନ୍ୟ ଗୋଟିଏ ସାପ ଗାଡିର ଇଞ୍ଜିନ ମଧ୍ୟରେ ପ୍ରବେଶ କରିଥିଲେ। ଏହା ପରେ ସ୍ନେକ ହେଲ୍ପ ଲାଇନ କୁ ଜଣାଇଥିଲେ। ସ୍ନେକ ହେଲ୍ପ ଲାଇନ ସଦସ୍ୟ ସ୍ୱାଧୀନ କୁମାର ସାହୁ ତାଙ୍କ ସହଯୋଗୀ ଶ୍ରୀକାନ୍ତ ନାହାକ ଓ ସନ୍ଦୀପ ସେଠୀଙ୍କ ସହ ପହଞ୍ଚିଥିଲେ। ପ୍ରଥମେ ସାତ ଫୁଟର ଅଜଗର ସାପକୁ ଉଦ୍ଧାର କରିଥିଲେ। ଏହାପରେ ଦୀର୍ଘ ତିନି ଘଣ୍ଟାର ପରିଶ୍ରମ ପରେ ଅନ୍ୟ ଗୋଟିଏ ଅଜଗର ଯାହାର ଲମ୍ବ ୧୧ଫୁଟ ହେବ ତାକୁ ଉଦ୍ଧାର କରିଥିଲେ। ଏଥିରେ ଗ୍ରାମବାସୀଙ୍କ ସହ ଭିଡ଼ିଓ ସାମ୍ବାଦିକ ଲିକୁ ଡାକୁଆ ଏବଂ ଗୌରୀ ଶଙ୍କର ମିଶ୍ର ସହଯୋଗ କରିଥିଲେ। ଶେଷରେ ଗ୍ରାମବାସୀ ଓ ସ୍ଥାନୀୟ ସରପଞ୍ଚ ସ୍ନେକ ହେଲ୍ପ ଲାଇନ ସଦସ୍ୟ ମାନଙ୍କୁ ତାଙ୍କର ନିଷ୍ଠାପର ସେବା ଓ କଠିନ ପରିଶ୍ରମ ପାଇଁ ଧନ୍ୟବାଦ ଜଣାଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!