Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘର ଭିତରୁ ମିଳିଲା କିନ୍ନରଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
April 12, 2025
in Crime, State
ଘର ଭିତରୁ ମିଳିଲା କିନ୍ନରଙ୍କ ମୃତଦେହ
60
VIEWS
Share on FacebookShare on Twitter

ଦିଗପହଣ୍ଡି, (ବାଘୁଆବାର୍ତ୍ତା): କାହିଁକି ଆତ୍ମହତ୍ୟା କଲେ କିନ୍ନର । ଗଞ୍ଜାମ ଦିଗପହଣ୍ଡି ଥାନା ଫାଶୀଗୁଡ଼ା ଗାଁରେ କିନ୍ନରଙ୍କ ଆତ୍ମହତ୍ୟାକୁ ନେଇ ତଦନ୍ତ ଆରମ୍ଭ କରିଛି ପୋଲିସ । ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି କିନ୍ନର । ସୂଚନା ଥାଉକି, ଶୁକ୍ରବାର ରାତିରେ ଫାଶୀଗୁଡା ଗାଁରେ ଚାଲିଥିବା ଦଣ୍ଡନାଚରେ ସେ ଅଭିନୟ କରିଥିଲେ । ରାତିରେ ଫାଶୀଗୁଡା ଗାଁରେ ଏକ ଘରେ ବିଶ୍ରାମ ନେଇଥିଲେ । ସକାଳୁ କବାଟ ନଖୋଲିବାରୁ ସନ୍ଦେହ ସୃଷ୍ଟି ହୋଇଥିଲା । ଦଣ୍ଡନାଚ କମିଟି ଓ ଗ୍ରାମବାସୀ ଆତ୍ମହତ୍ୟା କରିଥିବା ଦେଖିବାକୁ ପାଇଥିଲେ । ଖବର ପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କହିବାକୁ ଗଲେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ କୋଟିନଡ଼ା ଗ୍ରାମର ଅଜିତ ବିଷୋୟୀ ଅଞ୍ଜଳି କିନ୍ନର ଭାବେ ପରିଚିତ ଥିଲେ । ସେ ଦିଗପହଣ୍ଡି ଭୁଇ ବାଉରୀ ସାହି ଦଣ୍ଡନାଚରେ ଦଣ୍ଡୁଆ କଳାକାର ଭାବେ ନୃତ୍ୟ ପରିବେଷଣ କରୁଥିଲେ । ଫାସିଗୁଡା ଗ୍ରାମ ତରଫରୁ ଚାଲିଥିଲା ଦଣ୍ଡନାଚ। ବିଳମ୍ବିତ ରାତିରେ ତାଙ୍କର ସନ୍ଧେହଜନକ ମୃତ୍ୟୁ ଘଟିଛି । ବେକରେ ଦୌଡ଼ି ଲଗାଇ ଝୁଲୁଥିବା ଅବସ୍ଥାରେ ଦେଖିବାକୁ ମିଳିଛି । ସକାଳେ ଖବର ପାଇଁ ଗ୍ରାମବାସୀ ପୋଲିସ୍ ଙ୍କୁ ଖବର ଦେଇଥଲେ । ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!