Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ କୃଷକ ମୋର୍ଚ୍ଚାର ସଂପାଦକ ହେଲେ ସନ୍ତୋଷ

by ସଞ୍ଜୟ ସ୍ୱାଇଁ
March 16, 2021
in Politics, State
ରାଜ୍ୟ କୃଷକ ମୋର୍ଚ୍ଚାର ସଂପାଦକ ହେଲେ ସନ୍ତୋଷ
612
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ କୃଷକ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ସଦସ୍ୟ ନାମ ତାଲିକା ଘୋଷଣା କରାଯାଇଛି । ଭାରତୀୟ ଜନତା ପାର୍ଟିର ରାଜ୍ୟ କୃଷକ ମୋର୍ଚ୍ଚାର ସଂପାଦକ ଭାବେ ନୟାଗଡ଼ ଜିଲ୍ଲାର ସନ୍ତୋଷ ପ୍ରଧାନଙ୍କ ନାମ ପ୍ରକାଶ ପାଇଛି । ୬ଜଣ ଉପସଭାପତି, ୨ଜଣ ସାଧାରଣ ସଂପାଦକ, ୬ଜଣ ସଂପାଦକ, ଜଣେ କାର୍ଯ୍ୟାଳୟ ସଂପାଦକ ଏବଂ ଜଣେ କୋଷାଧ୍ୟକ୍ଷ ପଦାଧିକାରୀ ଭାବେ ନାମ ଘୋଷଣା କରାଯାଇଥିବା ବେଳେ ୧୬ଜଣଙ୍କୁ ବିଭିନ୍ନ ବିଭାଗର ରାଜ୍ୟ ସଂଯୋଜକ, ୧୧ଜଣ ସ୍ଥାୟୀ ନିୟନ୍ତ୍ରୀତ ସଦସ୍ୟ ଓ ୨୭ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ , ସ୍ୱତନ୍ତ୍ର ନିୟନ୍ତ୍ରୀତ ସଦସ୍ୟ ଭାବେ ୭ଜଣଙ୍କ ନାମ ଆଜି ଘୋଷଣା କରାଯାଇଛି । ସେଥିରେ ନୟାଗଡ଼ ଜିଲ୍ଲାର ସୁକାନ୍ତ ପାଣିଗ୍ରାହୀଙ୍କ ନାମ ଘୋଷଣା କରାଯାଇଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!