Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା, ପୋଲିସକୁ ମିଳିଲା ସୁଇସାଇଡ୍ ନୋଟ୍

by ସଞ୍ଜୟ ସ୍ୱାଇଁ
February 19, 2025
in Crime, State
ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା, ପୋଲିସକୁ ମିଳିଲା ସୁଇସାଇଡ୍ ନୋଟ୍
172
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା । ଜବତ ହେଲା ମୃତ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌। ନେପାଳୀ ଭାଷାରେ ଲେଖାଇ ହୋଇଛି ସୁଇସାଇଟ୍‌ ନୋଟ୍‌ । ଯେଉଁଥିରେ ପୁରୁଷ ବନ୍ଧୁ କେମିତି ନିର୍ଯାତନା ଦେଉଥିଲା , ସେ ସବୁ ଘଟଣା ଉକ୍ତ ସୁଇସାଇଡ୍‌ ନୋଟ୍‌ରେ ଲେଖା ଅଛି । ସୁଇସାଇଡ୍‌ ନୋଟ୍‌କୁ ଜବତ କରି ହ୍ୟାଣ୍ଡ ରାଇଟିଂ ବ୍ୟୁରୋକୁ ପଠାଇଛି ପୋଲିସ । ସେପଟେ କିଟ୍ ବିଶ୍ୱବିଦ୍ୟାଳୟରେ ଲାଗି ରହିଛି ଚାପା ଉତ୍ତେଜନା। ନ୍ୟାୟ ଦାବିରେ ଗତରାତିରେ କିଟ୍ ଛାତ୍ରଛାତ୍ରୀ କ୍ୟାଣ୍ଡେଲ ଶୋଭାଯାତ୍ରା କରିଥିଲେ। ଏବେ କିଟ୍ ମୁଖ୍ୟ ଫାଟକ ସାମନାରେ ପୋଲିସ୍ ଛାଉଣୀ। ୪ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ ଅଛନ୍ତି। ଅତିରିକ୍ତ ଡିସିପିଙ୍କ ସହ ବହୁ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ଅଶାନ୍ତ ପରିସ୍ଥତିକୁ ଦୃଷ୍ଟିରେ ରଖି ପୋଲିସ୍ ମୃତୟନ ଅଛନ୍ତି। ସେହିପରି ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ଗିରଫ ୫ ଜଣଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ। ଜାମିନ ପ୍ରଦାନ କରିଛନ୍ତି ଭୁବନେଶ୍ବର JMFC – 2 କୋର୍ଟ। ଜଣେ ଜାମିନଦାର ଓ ୨୦ ହଜାର ଟଙ୍କା ବେଲ ବଣ୍ଡରେ ଏମାନଙ୍କୁ ଜାମିନ ମିଳିଛି। ତଦନ୍ତ ରେ ସହଯୋଗ କରିବା ସହ ଛାତ୍ରଛାତ୍ରୀ ଙ୍କୁ ପ୍ରଭାବିତ ନକରିବାକୁ କୋର୍ଟଙ୍କ ନିର୍ଦେଶ ରହିଛି । ଘଟଣାରେ ୫ ଜଣଙ୍କୁ ଗିରଫ କରିଥିଲା ଇନଫୋସିଟି ଥାନା ପୋଲିସ । ଜାମିନ ପାଇଛନ୍ତି ତିନି ଡାଇରେକ୍ଟର ଏବଂ ଦୁଇ ସିକ୍ୟୁରିଟି ଗାର୍ଡ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!