Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ବିବାଦକୁ ନେଇ ଯୁବକଙ୍କୁ ଛୁରୀ ମାଡ଼

by ସଞ୍ଜୟ ସ୍ୱାଇଁ
April 23, 2025
in Crime, State
ପୂର୍ବ ବିବାଦକୁ ନେଇ ଯୁବକଙ୍କୁ ଛୁରୀ ମାଡ଼
11
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ବାଲେଶ୍ୱର ଜିଲ୍ଲା ସିମୁଳିଆ ମୁରୁଣା ପଞ୍ଚାୟତ ବାଙ୍ଗୁରୁପଦା କାଳପଡ଼ା ଗାଁରେ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ ନେଇ ଜଣେ ଯୁବକଙ୍କୁ ଭୁଜାଲି ମାଡ଼ ହୋଇଛନ୍ତି । ଯେଉଁଥିରେ ଗୁରୁତର ଅବସ୍ଥାରେ ଯୁବକ ଜଣଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, କାଳପଡ଼ା ଗାଁର ଭାସ୍କର ବାରିକଙ୍କ ପୁଅ ବିଜୟ କୁମାର ବାରିକ ମଙ୍ଗଳବାର ସଂଧ୍ୟା ୬ଟା ସମୟରେ ଗାଁ ଦାଣ୍ଡରେ ଛିଡ଼ା ହୋଇଥିଲେ । ଏହି ସମୟରେ ସେହି ଗାଁର ପ୍ରଶାନ୍ତ ବାରିକ ତାଙ୍କ ପାଖକୁ ଆସି ଯୁକ୍ତିତର୍କ କରିଥିଲେ । ଏହାସହିତ ହାତରେ ଧରିଥିବା ମାରଣାସ୍ତ୍ରରେ ତାଙ୍କ ପେଟ, ଛାଡି ଓ ବେକକୁ ଏକାଧିକ ଥର ଆକ୍ରମଣ କରିଥିଲେ । ବିଜୟ ଚିତ୍କାର କରିବାରୁ ପ୍ରଶାନ୍ତ ଘଟଣାସ୍ଥଳରୁ ଦୌଡ଼ି ପଳାଇଥିଲେ । ଏହାପରେ ଗ୍ରାମବାସୀମାନେ ତାଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ସିମୁଳିଆ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।ଅବସ୍ଥା ଗୁରୁତର ଥିବାରୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!