Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜସ୍ୱ ଗ୍ରାମର ମାନ୍ୟତା ପାଇଲା କୋଡ଼ିଏକାହାଣିଆ

by ସଞ୍ଜୟ ସ୍ୱାଇଁ
April 14, 2021
in Nayagarh
ରାଜସ୍ୱ ଗ୍ରାମର ମାନ୍ୟତା ପାଇଲା କୋଡ଼ିଏକାହାଣିଆ
451
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସଦର ବ୍ଲକ୍ ନୋତର ପଞ୍ଚାୟତ ଅଧିନରେ ଥିବା କୋଡ଼ିଏକାହାଣିଆ ଗ୍ରାମକୁ ମିଳିଛି ରାଜସ୍ୱ ଗ୍ରାମର ମାନ୍ୟତା । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ଓଡ଼ିଶା ସର୍ଭେ ଓ ସେଟେଲମେଣ୍ଟ ନିୟମ ୧୯୬୨ ଧାରା ୬୧ ମୁତାବକ ନିର୍ଦ୍ଦେଶକ ଭୂ-ଅଭିଲେଖ ଓ ପରିମାପକ ଓଡ଼ିଶାଙ୍କ ନିର୍ଦ୍ଦେଶ ଅନୁସାରେ, କୋଡ଼ିଏକାହାଣିଆ ଗ୍ରାମକୁ ଏକ ନୂତନ ରାଜସ୍ୱ ମୌଜା କରିବା ପାଇଁ ଅନୁମୋଦନ କରାଯାଇଛି । ଅନୁସାରେ, ମ୍ୟାପ୍ ଓ ରେର୍ଡ଼ ସଂଶୋଧନ କରାଯିବ ବୋଲି ଜଣାଯାଇଛି । ମାର୍ଚ୍ଚ ୨୫ତାରିଖ ଠାରୁ ଏହାକୁ ରାଜସ୍ୱ ଗ୍ରାମ ମାନ୍ୟତା ମିଳିଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!