Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୂର୍ୟ୍ୟ ମନ୍ଦିର ପରିସରରେ ଉତେଜନା, ପ୍ରଶାସନର ନିୟମ ନମାନି ପାଚେରୀ ଡେଇଁ ପଶିଲେ ପର୍ୟ୍ୟଟକ

by ସଞ୍ଜୟ ସ୍ୱାଇଁ
December 28, 2021
in State, Toursimi
ସୂର୍ୟ୍ୟ ମନ୍ଦିର ପରିସରରେ ଉତେଜନା, ପ୍ରଶାସନର ନିୟମ ନମାନି  ପାଚେରୀ ଡେଇଁ ପଶିଲେ ପର୍ୟ୍ୟଟକ
81
VIEWS
Share on FacebookShare on Twitter

କୋଣାର୍କ, (ବାଘୁଆବାର୍ତ୍ତା): ସୂର୍ୟ୍ୟ ମନ୍ଦିର ପରିସରରେ ଉତେଜନା । ମାନିଲେନି ପ୍ରଶାସନର ନିୟମ । ପାଚେରୀ ଡେଇଁ ପଶିଲେ ପର୍ୟ୍ୟଟକ। ପ୍ରବେଶ ପାଇଁ ଟିକେଟ୍‌ ନମିଳିବାରୁ ଏପରି ସ୍ଥିତି ଦେଖାଦେଇଥିବା ସୂଚନା ମିଳିଛି । ଖବର ଅନୁଯାୟୀ, କରୋନା ସଂକ୍ରମଣ ପରେ ଏବେ ସମସ୍ତ ପର୍ୟ୍ୟଟନସ୍ଥଳୀ ଓ ମନ୍ଦିର ଖୋଲିଛି । କୋଣାର୍କ ମନ୍ଦିର ମଧ୍ୟ କରୋନା କଟକଣା ମଧ୍ୟରେ ଖୋଲିବାକୁ ନିଷ୍ପତ୍ତି ନେଇଥିଲେ ସରକାର । କିନ୍ତୁ ଆଜି ଏହିଠାରେ ଏକ ଅଭାବନୀୟ ପରିସ୍ଥିତି ଦେଖାଦେଇଥିଲା । ମନ୍ଦିରରେ ପ୍ରବେଶ ପାଇଁ ଟିକେଟ ନମିଳିବାରୁ ଅଶାନ୍ତିକର ପରିବେଶ ଦେଖାଦେଇଥିଲା । ପର୍ୟ୍ୟଟକମାନେ ପାଚେରୀ ଡେଇଁ ମନ୍ଦିର ଭିତରେ ପ୍ରବେଶ କରିଥିଲେ । ଯାହାକି ଆଇନ୍‌ର ଉଲ୍ଲଂଘନ ଅଟେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!