Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୦୭ ବ୍ୟାଚ୍ ବନ୍ଧୁମିଳନ

by ସଞ୍ଜୟ ସ୍ୱାଇଁ
December 29, 2024
in Nayagarh, State
୨୦୦୭ ବ୍ୟାଚ୍ ବନ୍ଧୁମିଳନ
512
VIEWS
Share on FacebookShare on Twitter

କ୍ରିଦାଶପୁର ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ କ୍ରିଦାଶପୁର ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ୨୦୦୭ ମାଟ୍ରିକ ବ୍ୟାଚ ବନ୍ଧୁମିଳନ ବୁଢ଼ିଝରୀ ଫାର୍ମ ହାଉସଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବ୍ୟାଚ ଛାତ୍ର ମନୋରଞ୍ଜନ ପାଣିଗ୍ରାହୀ, ଚିନ୍ମୟ ପାଣିଗ୍ରାହୀ, ଦେବାଶିଷ ମହାପାତ୍ରଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସମସ୍ତ ସହପାଠୀ ସପରିବାର ଯୋଗ ଦେଇ ପୁରୁଣାବର୍ଷକୁ ବିଦାୟ ଦେଇ ନୂଆ ବର୍ଷକୁ ସ୍ୱାଗତ କରିଥିଲେ । ଏହି ଅବସରରେ ସମସ୍ତଙ୍କ ମଧ୍ୟରେ ଏକ ଆଲୋଚନା ଚକ୍ର, କବିତା ଆବୃତି ଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସମସ୍ତେ ସମସ୍ତଙ୍କ ସୁଖଦୁଃଖରେ ଭାଗିଦାର ହେବାକୁ ନିଷ୍ପତ୍ତି ନେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!