Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ସଂକ୍ରମିତ ଚିହ୍ନଟ ହେଲେ କୃନାଲ ପାଣ୍ଡ୍ୟା

by ସଞ୍ଜୟ ସ୍ୱାଇଁ
July 27, 2021
in Sports
କରୋନା ସଂକ୍ରମିତ ଚିହ୍ନଟ ହେଲେ କୃନାଲ ପାଣ୍ଡ୍ୟା
47
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଭାରତର ଅଲରାଉଣ୍ଡର କୃନାଲ ପାଣ୍ଡ୍ୟାଙ୍କ ଯୋଗୁଁ ଗୋଟିଏ ଦିନ ପାଇଁ ଟି-୨୦ ମ୍ୟାଚକୁ ଘୁଞ୍ଚାଇ ଦିଆଯାଇଛି । କଲମ୍ବୋ ହେବାକୁ ଥିବା ଭାରତ-ଶ୍ରୀଲଙ୍କା ଟି-୨୦ ମ୍ୟାଚର ଦ୍ୱିତୀୟ ମ୍ୟାଚ୍ ପୂର୍ବରୁ ଭାରତର ଅଲରାଉଣ୍ଡର କୃନାଲ ପାଣ୍ଡ୍ୟାଙ୍କ କରୋନା ସଂକ୍ରମିତ ହୋଇଥିବା ଜଣାପଡିବା ପରେ ମ୍ୟାଚକୁ ଗୋଟିଏ ଦିନ ଘୁଞ୍ଚାଇ ଦିଆଯାଇଥିବା ଜଣାପଡିଛି । କୃନାଲଙ୍କ କରୋନା ପଜିଟିଭ୍ ଆସିବା ପରେ ଭାରତ ଓ ଶ୍ରିଲଙ୍କା ଟିମକୁ ଆଇସୋଲେସନରେ ରଖାଯାଇଛି । ତତ୍ ସହିତ ଯେଉଁ ଖେଳାଳୀମାନେ କୃନାଲଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ମନିଟର କରାଯିବ । ମ୍ୟାଚକୁ ଯେଉଁ ଗୋଟିଏ ଦିନ ଘୁଞ୍ଚାଇ ଦିଆଯାଇଛି ଯଦି ସମସ୍ତ ଖେଳାଳୀଙ୍କ ରିପୋର୍ଟ ନେଗେଟିଭ୍ ଆସେ ତା’ ହେଲେ ବୁଧବାର ମ୍ୟାଚ୍ ହୋଇପାରେ ବୋଲି ସୂଚନା ମିଳିଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!