Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଶ୍ରାଦ୍ଧ ଦିବସ ପାଳିତ

by Anil Panda
May 25, 2020
in Feature News
ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଶ୍ରାଦ୍ଧ ଦିବସ ପାଳିତ
28
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଆଜି ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭା ପ୍ରାଙ୍ଗଣରେ ଓଡ଼ିଶାର ବରପୁତ୍ର ତଥା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପ୍ରତିମୂର୍ତ୍ତିରେ ପୂଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଦଳାୟୀ, ବିଧାନସଭା ଯୁଗ୍ମ ସଚିବ ଶ୍ରୀ ସରୋଜ କୁମାର ମହାନ୍ତି, ଉପସଚିବ ଶ୍ରୀ ଶିଶିରକାନ୍ତ ସ୍ୱାଇଁ, ଉପସଚିବ ଶ୍ରୀ ଡୁଙ୍ଗ ଡୁଙ୍ଗ ମଟରାଜ ଓ ମାର୍ଶାଲ ଶ୍ରୀ ଦେବାଶିଷ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସାମାଜିକ ଦୂରତା ରକ୍ଷା କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!