Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁନ୍ଦରଗଡ଼ : କୃଷିମନ୍ତ୍ରୀଙ୍କ ସମୀକ୍ଷା

by ସଞ୍ଜୟ ସ୍ୱାଇଁ
November 6, 2019
in Breaking, Politics, State
35
VIEWS
Share on FacebookShare on Twitter

ସୁନ୍ଦରଗଡ଼ : କୃଷିମନ୍ତ୍ରୀଙ୍କ ସମୀକ୍ଷା

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ରାଉରକେଲା e-Conference ହଲରେ ସୁନ୍ଦରଗଡ଼ ଜିଲ୍ଲାର ସମୀକ୍ଷା କରିଛନ୍ତି ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ । ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଏହି ବୈଠକରେ ଯୋଗ ଦେଇଥିଲେ । କୃଷି, ଉଦ୍ୟାନ, ମୃ ିକା ସଂରକ୍ଷଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ସମସ୍ତ ଅଧିକାରୀ ଏଥିରେ ଯୋଗ ଦେଇଥିଲେ । ଜିଲ୍ଲାସ୍ତରୀୟ ସମସ୍ତ ଅଧିକାରୀମାନେ ତତ୍ପରତାର ସହିତ କାର୍ଯ୍ୟ ସମାପନ କରି ଯେଉଁ ବିଭାଗର ଯାହା ଅସୁବିଧା ରହିଛି ତୁରନ୍ତ ଖସଡା ପ୍ରସ୍ତୁତ କରି ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାର ପ୍ରଣୟନ କରିଥିବା ୫-ଟିର ମନ୍ତ୍ର ଆଧାରରେ ସମସ୍ତ କାର୍ଯ୍ୟକ୍ରମକୁ ଆଗେଇନେବା ପାଇଁ ଆହ୍ୱାନ ଦେଇଥିଲେ । ପ୍ରତ୍ୟେକ ବିଭାଗର ଅଧିକାରୀମାନଙ୍କୁ ମନ୍ତ୍ରୀ ଜିଲ୍ଲାର ବିକାଶ ପାଇଁ କଣ କଣ ଆବଶ୍ୟକତା ରହିଛି ଖୁବଶୀଘ୍ର ଜଣାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ । କୃଷକମାନଙ୍କ ସହିତ ନିକଟତର ହୋଇ ସମସ୍ତ କାର୍ଯ୍ୟ ଯେପରି କୃଷକମାନେ ସୁଚାରୁରୂପେ ପାଇପାରିବେ ଏହାଉପରେ ସମସ୍ତ ଅଧିକାରୀ ଓ କର୍ମକ ର୍ାମାନେ ଧ୍ୟାନ ଦେବେ । ଏହି ବୈଠକରେ ଜିଲ୍ଲାର ସମସ୍ତ ବରିଷ୍ଠ ଅଧିକାରୀ, ଜନପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ ।

 

 

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!