Thursday, June 19, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ

by Sanjay Swain
February 5, 2025
in Accident
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ
70
VIEWS
Share on FacebookShare on Twitter

ଭୁବନେଶ୍ୱର: କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଉଭୟଙ୍କ ବୟସ ୧୫ ବର୍ଷ ବୟସ ହେବ ବୋଲି ଜଣାପଡ଼ିଛି । ବାଲିଅନ୍ତା ଥାନା ରଙ୍ଗବଜାରରେ ଟ୍ୟୁସନ ସାର୍‌ଙ୍କ ସହ ସରସ୍ୱତୀ ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ୨ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଘୁଞ୍ଚିଲା ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଘୁଞ୍ଚିଲା ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

June 16, 2025
ହତ୍ୟା ଘଟଣା, ବାପା ଓ ପୁଅ ସମେତ ୪ ଗିରଫ

ହତ୍ୟା ଘଟଣା, ବାପା ଓ ପୁଅ ସମେତ ୪ ଗିରଫ

June 16, 2025
କଳା ବ୍ୟାଚ୍ ପିନ୍ଧିଲେ ବନ କର୍ମଚାରୀ

କଳା ବ୍ୟାଚ୍ ପିନ୍ଧିଲେ ବନ କର୍ମଚାରୀ

June 16, 2025
ସାଇ ସମିତି ପକ୍ଷରୁ ରଜ ଉତ୍ସବ ପାଳନ

ସାଇ ସମିତି ପକ୍ଷରୁ ରଜ ଉତ୍ସବ ପାଳନ

June 16, 2025
ଦଣ୍ଡୋର ଜିତୁନ୍ ମେମୋରିଆଲ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଦଣ୍ଡୋର ଜିତୁନ୍ ମେମୋରିଆଲ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

June 16, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!