Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ଦୁର୍ଗାଙ୍କ ପୂଜା ସମୟରେ କୁଆଁରୀ ମାନଙ୍କର ପୂଜା

by ସଞ୍ଜୟ ସ୍ୱାଇଁ
October 14, 2021
in State
ମା’ଦୁର୍ଗାଙ୍କ ପୂଜା ସମୟରେ କୁଆଁରୀ ମାନଙ୍କର ପୂଜା
62
VIEWS
Share on FacebookShare on Twitter

ସୁବର୍ଣ୍ଣପୁର, (ବାଘୁଆବାର୍ତ୍ତା): ନବରାତ୍ରୀ ଅବସରରେ କୁଆଁରୀ ପୂଜାର ବିଧି। ମା’ଦୁର୍ଗାଙ୍କ ପୂଜା ସମୟରେ କୁଆଁରୀ ମାନଙ୍କର ପୂଜା କରାଯିବାର ରହିଛି ପରମ୍ପରା। ଏହି ଦିନ କୁଆଁରୀ ଝିଅମ।ନଙ୍କୁ ଏକାଠି ବସାଯାଇ ପୂଜା କରାଯାଇଥାଏ । ତା ସହିତ ବିଭିନ୍ନ ଅନ୍ନ ପ୍ରସାଦ ଓ ନୂତନ ବସ୍ତ୍ର ଦିଆଯାଇଥାଏ । ଅନ୍ୟ ସ୍ଥାନ ଭଳି ସୁବର୍ଣ୍ଣପୁରରେ ମଧ୍ୟ ଏହି ପରମ୍ପରା ଚାଲି ଆସୁଛି । ସୁବର୍ଣ୍ଣପୁର ଦୁର୍ଗାଦେବୀ ମନ୍ଦିରରେ କୁଆଁରୀ ପୁଜା ଅନୁଷ୍ଠିତ ହୋଇଯାଇଛି । ସହରର ପୁରୁଣା ରାଜପ୍ରସାଦ ଭିତରେ ଥିବା ଦୁର୍ଗାଦେବୀ ମନ୍ଦିରରେ କୁଆଁରୀ ଝିଅ ମାନଙ୍କୁ ବ୍ରତୀମାନେ ପୂଜା କରିଛନ୍ତି । ସହରର ବିଭିନ୍ନ ସାହିରୁ ଆସିଥିବା କୁଆଁରୀ ଝିଅମାନଙ୍କ ଗୋଡ ଧୋଇବା ସହିତ ନୂତନ ବସ୍ତ୍ର ତଥା ଭୋଜନ ଦେଇ ପୂଜାର୍ଚ୍ଚନା କରାଯାଇଛି । ଏହି କୁଆଁରୀ ଝିଅ ପୂଜା ପରମ୍ପରା କାହିଁ କେତେ ଦିନରୁ ଚାଲି ଆସିଥିବା ବେଳେ ଲୋକଙ୍କ ବିଶ୍ବାସ ରହିଛି । କୁଆଁରୀ ଝିଅ ମାନଙ୍କୁ ପୂଜା କଲେ ନବ ଦୁର୍ଗାଙ୍କୁ ପୁଜା କରିବା ବିସ୍ଵାସ ଚାଲି ଆସୁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!