Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁର୍ମୀକ୍ଷେତ୍ରିୟ ଅଧିବେଶନରେ ଓଡ଼ିଶା ପ୍ରତିନିଧିଙ୍କ ଶିରିଡ଼ି ଗସ୍ତ

by ସଞ୍ଜୟ ସ୍ୱାଇଁ
December 13, 2019
in Health, Planning and Development
କୁର୍ମୀକ୍ଷେତ୍ରିୟ ଅଧିବେଶନରେ ଓଡ଼ିଶା ପ୍ରତିନିଧିଙ୍କ ଶିରିଡ଼ି ଗସ୍ତ
24
VIEWS
Share on FacebookShare on Twitter

ଦଶପଲ୍ଲା,(ବାଘୁଆବାର୍ତ୍ତା ବ୍ୟୁରୋ): ଅଖିଳ ଭାରତୀୟ କୁର୍ମି କ୍ଷେତ୍ରିୟ ସଂସ୍ଥାର ୪୪ତମ ମହା ଅଧିବେଶନ ମହାରାଷ୍ଟ୍ରର ଶିରିଡ଼ି ଧାମରେ ଆସନ୍ତା ୧୪ ଓ ୧୫ ଡିସେମ୍ବର ୨୦୧୯ରେ ହେଉଥିବାରୁ ଓଡ଼ିଶାରୁ ୧୩୦ଜଣ ପ୍ରତିନିଧି ଓଡ଼ିଶା ସଭାପତି ଡଃ ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଟ୍ରେନ୍ ଯୋଗେ ଯାତ୍ରା ଆରମ୍ଭ କରିଛନ୍ତି । ଓଡ଼ିଶାର ୧୫ଗୋଟି ଅଞ୍ଚଳରୁ ବିଭିନ୍ନ ପଦାଧିକାରୀଙ୍କ ସମେତ ରାଜ୍ୟ ପଦାଧିକାରୀମାନେ ଏହି ଦୁଇଦିନିଆ ଅଧିବେଶନରେ ଯୋଗ ଦେଉଛନ୍ତି ବୋଲି ପ୍ରଦେଶ ଯୁଗ୍ମ ସମ୍ପାଦକ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!