Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳା ଓ ଶିଶୁ ଅତ୍ୟାଚାରକୁ ନେଇ ବିଧାନସଭା ଷ୍ଟାଣ୍ଡିଂ କମିଟିର ଉଦବେଗ

by ସଞ୍ଜୟ ସ୍ୱାଇଁ
May 20, 2025
in State
ମହିଳା ଓ ଶିଶୁ ଅତ୍ୟାଚାରକୁ ନେଇ ବିଧାନସଭା ଷ୍ଟାଣ୍ଡିଂ କମିଟିର ଉଦବେଗ
33
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ମହିଳା ଓ ଶିଶୁଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ନେଇ ବିଧାନସଭା ଷ୍ଟାଣ୍ଡିଂ କମିଟିର ଉଦବେଗ। କ୍ଷେତ୍ର ପରିଦର୍ଶନ କରି ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ମହିଳା ଓ ଶିଶୁ ବିଭାଗ ଷ୍ଟାଣ୍ଡିଙ୍ଗ କମିଟି ସଦସ୍ୟା ପ୍ରମିଳା ମଲ୍ଲିକ। ସେ କହିଛନ୍ତି ଯେ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ମହିଳା ଓ ଶିଶୁ ବିକାଶ ବିଭାଗ ଯେପରି କାମ କରିବା କଥା ସେପରି ହେଉନାହିଁ । ପୂର୍ବ ସରକାର ଯେଉଁ ଯୋଜନା କରିଥିଲେ, ତାହା ବର୍ଷେ ହେବ ଶୀଥିଳ ପଡିଯାଇଛି। ମହିଳାମାନଙ୍କ ପାଇଁ ହେଉଥିବା ଯୋଜନା ଗ୍ରାଉଣ୍ଡରେ ଠିକ୍ ସେ କାର୍ଯ୍ୟକାରୀ ହେଉନାହିଁ। ଜିଲ୍ଲା ପ୍ରଶାସନ ତୁରନ୍ତ ଏ ସମସ୍ୟାର ସମାଧାନ କରିବାକୁ ସେ ପରାମର୍ଶ ଦେଇଛନ୍ତି । ବିଶେଷ କରି ମହିଳା ଓ ଶିଶୁଙ୍କ ସ୍ଵାସ୍ଥ୍ୟର କିପରି ଯତ୍ନ ନିଆଯିବ, ତାହା ଉପରେ କମିଟି ଜିଲ୍ଲା ପ୍ରଶାସନକୁ ଗୁରୁତ୍ଵ ଦେବାକୁ ନିର୍ଦ୍ଦେଶ ଦେଇଛି ବୋଲି ପ୍ରମିଳା ମଲ୍ଲିକ କହିଛନ୍ତି ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!