Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲା ପାଇଁ ବିଜୁ ମହିଳା ଜନତା ଦଳର ନୂତନ କାର୍ଯ୍ୟକର୍ତା

by ସଞ୍ଜୟ ସ୍ୱାଇଁ
August 29, 2023
in Nayagarh, Politics, State
୨ ନେତାଙ୍କୁ ବିଜେଡିରୁ ବିଦା କଲେ ସୁପ୍ରିମୋ
583
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକଙ୍କ ଅନୁମୋଦନ କ୍ରମେ ବିଜୁ ମହିଳା ଜନତା ଦଳର ରାଜ୍ୟ ସଭାପତି ସ୍ନେହାଙ୍ଗିନ ଛୁରିଆ ନୟାଗଡ଼ ଜିଲ୍ଲା ପାଇଁ ନୂତନ କାର୍ଯ୍ୟକର୍ତା ଘୋଷଣା କରିଛନ୍ତି । ଓଡ଼ଗାଁ ଏନଏସିର ସଭାପତି ଭାବେ ବିଜୟଲକ୍ଷ୍ମୀ ଆଚାର୍ଯ୍ୟଙ୍କ ନାମ ଘୋଷଣା କରାଯାଇଥିବା ବେଳେ କାର୍ଯ୍ୟକାରୀ ସଭାପତି ଭାବେ ମମତା ପାତ୍ର ଓ ସମ୍ପାଦକ ଭାବେ ରଶ୍ମିତା ପୃଷ୍ଟିଙ୍କ ନାମ ଘୋଷଣା କରାଯାଇଛି । ଓଡ଼ଗାଁ ବ୍ଲକର କାର୍ଯ୍ୟକାରୀ ସଭାପତି ଭାବେ ଜୟନ୍ତୀ ସାହୁ ଓ ନମିତା ମହାପାତ୍ରଙ୍କ ନାମ ଘୋଷଣା କରାଯାଇଛି । ନୟାଗଡ଼ ବ୍ଲକର ସଭାପତି ଭାବେ ବିମଳା ପ୍ରଧାନଙ୍କ ନାମ ଘୋଷଣା କରାଯାଇଛି । ସେହିପରି ଭାବେ ନୟାଗଡ଼ ମୁନିସ୍‌ପାଲିଟି ପାଇଁ କାର୍ଯ୍ୟକାରୀ ସଭାପତି ଭାବେ ସାଗରିକା ଶତପଥି ଓ ଶୁଶ୍ରୀ ନାୟକଙ୍କ ନାମ ଘୋଷଣା କରାଯାଇଛି । ରଣପୁର ବ୍ଲକର ପ୍ରଭାତୀ ମହାନ୍ତି ଜିଲ୍ଲା ଉପସଭାପତି ଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!