Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ, ୫ ଦିନ ପାଇଁ ସତର୍କତା ଜାରି

by ସଞ୍ଜୟ ସ୍ୱାଇଁ
May 28, 2025
in State
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ,  ୫ ଦିନ ପାଇଁ ସତର୍କତା ଜାରି
44
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଡକୁ ଗତି କରିବା ସହ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ଆଶଙ୍କା ରହିଛି। ଆଗାମୀ ୫ ଦିନ ପାଇଁ ବର୍ଷା ସତର୍କତା ଜାରି କରାଯାଇଛି । ଦିନେ ଦୁଇ ଦିନରେ ମୌସୁମୀ ଓଡିଶା ଛୁଇଁବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି। ଚଳିତ ବର୍ଷ ୧୭ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଆସୁଛି। ରାଜ୍ଯରେ ଏବେ ଜାରି ରହିଛି ପ୍ରାକ ମୌସୁମୀ ବର୍ଷା। ପ୍ରବଳ ବର୍ଷା ପାଇଁ କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କଟକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ସମ୍ଭାବନା ରହିଛି ।

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026
ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!