Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଟିଏ ସମୟରେ ବଙ୍ଗୋପସାଗର ଓ ଆରବ ସାଗରରେ ଲଘୁଚାପ ସମ୍ଭାବନା

by ସଞ୍ଜୟ ସ୍ୱାଇଁ
March 30, 2021
in State
ଗୋଟିଏ ସମୟରେ ବଙ୍ଗୋପସାଗର ଓ ଆରବ ସାଗରରେ ଲଘୁଚାପ ସମ୍ଭାବନା
491
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  ଦେଶର ପୂର୍ବ ପଟେ ଥିବା ବଙ୍ଗୋପସାଗର ଓ ପଶ୍ଚିମପଟେ ଥିବା ଆରବ ସାଗରରେ ଏକା ସମୟରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ଦେଖାଦେଇଛି । ଏହା ଫଳରେ ପ୍ରବଳ ଗ୍ରୀଷ୍ମପ୍ରବାହରେ ସିଝୁଥିବା ଦେଶବାସୀଙ୍କୁ ଆଶ୍ବସ୍ତି ମିଳିବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ସଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିବର୍ତ୍ତିତ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଏହା ସକ୍ରିୟ ହୋଇ ଉତ୍ତର ଆଣ୍ଡାମାନ ସାଗର ଆଗକୁ ଗତି କରିବାର ସମ୍ଭାବନା ରହିଛି । ତେବେ ସ୍ଥଳ ଭାଗ ଉପରେ ଏହାର କଣ ପ୍ରଭାବ ରହିବ ସେ ସମ୍ପର୍କରେ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!