Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଜରେ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
December 2, 2019
in Breaking, Crime, Nayagarh, State
ଲଜରେ ଯୁବକଙ୍କ ମୃତଦେହ ଉଦ୍ଧାର
20
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା) : ନୟାଗଡ଼ ସହରରେ ଅବସ୍ଥିତ ସତ୍କାର ଲଜରୁ ଯୁବଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଯୁବକ ଜଣଙ୍କ ହେଲେ ବୈଦ୍ଦ ଏନ୍ଏସି ଅନ୍ତର୍ଗତ ସୁଦାସାହିର ଭୂବନ ମେହେରଙ୍କ ପୁଅ ଉମାକାନ୍ତ ମେହେର । ସୂଚନାନୁସାରେ, ଭୂବନ ଗତ ୨୮ ତାରିଖରେ ଲଜ୍ ରୁମ ନେଇ ରହିଥିଲେ । ଆଜି ତାଙ୍କ ରୁମ ବନ୍ଦଥିବା ନେଇ ଲଜ୍ କର୍ମଚାରୀ ପୁଲିସକୁ ଖବର ଦେବା ପରେ ଘଟଣା ସାମନାକୁ ଆସିଥିଲା । ପୁଲିସ ଲଜ ରୁମ ଖୋଲି ତାଙ୍କ ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇ ପଠାଯାଇଛି । ସେ ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ ପ୍ରକାଶ ପାଇଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!