Friday, July 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲାଲରୁଆଥାରାଙ୍କ ସହ ଚୁକ୍ତି କଲା ଓଡ଼ିଶା ଏଫସି

by ସଞ୍ଜୟ ସ୍ୱାଇଁ
June 8, 2021
in Sports
ଲାଲରୁଆଥାରାଙ୍କ ସହ ଚୁକ୍ତି କଲା ଓଡ଼ିଶା ଏଫସି
48
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଇଣ୍ଡିଆନ୍ ସୁପର ଲିଗ୍ ଫୁଟବଲର ୮ମ ସଂସ୍କରଣ ମ୍ୟାଚ୍ ଅନୁଷ୍ଠିତ କରାଯିବ । ୮ମ ସଂସ୍କରଣ ପାଇଁ ଆଜି ୨୬ବର୍ଷିୟ ଭାରତୀୟ ଡିଫେଣ୍ଡର ଲାଲରୁଆଥାରାଙ୍କ ସହ ଓଡ଼ିଶା ଏଫସି ଚୁକ୍ତି କରିଛି । ଏହି ୨୬ବର୍ଷିୟ ଡିଫେଣ୍ଡର ଓଡ଼ିଶା ସହିତ ୨ବର୍ଷ ଚୁକ୍ତିବଦ୍ଧ କରିଛନ୍ତି । ୨୦୧୫ରେ ଆଇଜାଲ ଏଫସି ପକ୍ଷରୁ ପ୍ରଫେଶନାଲ କ୍ୟାରିୟର ଆରମ୍ଭ କରିଥିଲେ । ୨୦୧୫ ପରେ ୨୦୧୭ରେ କେରଳ ବ୍ଲାଷ୍ଟର୍ସ ପକ୍ଷରୁ ଖେଳିଥିଲେ । ଲାଲରୁଆଥାରାଙ୍କ ଉପସ୍ଥିତି ଦଳକୁ ଫାଇଦାରେ ରଖିବେ ବୋଲି ଓଡ଼ିଶା ଏଫସି ସିଇଓ ରୋହନ ଶର୍ମା କହିଛନ୍ତି । ଲାଲରୁଆଥାରା ମଧ୍ୟ ଓଡ଼ିଶା ଏଫସି ଦଳରେ ସାମିଲ ହୋଇ ଖୁସି ବ୍ୟକ୍ତ କରିଛନ୍ତି । ନୂତନ ଜର୍ସି, ସପୋର୍ଟିଂ ଷ୍ଟାପ୍ ଏବଂ ଖେଳାଳିଙ୍କ ସହ ଖେଳିବା ନିଶ୍ଚିତ ଭାବେ ଭିନ୍ନ ପ୍ରକାରର ଅନୁଭୂତି ହେବ ବୋଲି ସେ କହିଛନ୍ତି । ଏନେଇ କ୍ଲବ୍ ସଭାପତି ରାଜ ଅଠାୱାଲା ମଧ୍ୟ ଏହି ଚୁକ୍ତି ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!