Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲାଞ୍ଚ ନେବା ପଡିଲା ମହଙ୍ଗା, ଦୁଇ ବର୍ଷ ଜେଲ

by ସଞ୍ଜୟ ସ୍ୱାଇଁ
May 21, 2025
in Crime, State
ଲାଞ୍ଚ ନେବା ପଡିଲା ମହଙ୍ଗା, ଦୁଇ ବର୍ଷ ଜେଲ
78
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ ଜିଲା ଅମ୍ବାଭୋନା ତହସିଲ ଅନ୍ତର୍ଗତ ଲଖନପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକ ହେମସାଗର ମହାପାତ୍ରଙ୍କୁ ୨ବର୍ଷ କାରାଦଣ୍ଡାଦେଶ ହୋଇଛି। ସେ ଏହି କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ସମୟରେ ମୋ କଡ଼ିଆ ଯୋଜନାରେ ଜଣେ ହିତାଧିକାରୀଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଥିଲେ। ତାଙ୍କ ବିରୋଧରେ ଏକ ଭିଜିଲାନ୍ସ ମାମଲା ଚାଲିଥିଲା। ବୁଧବାର ବରଗଡ଼ ଭିଜିଲାନ୍ସ କୋର୍ଟରେ ଏହାର ଶୁଣାଣି ହୋଇଥିଲା। ବରଗ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ବିଚାରପତି ମାମଲା ଶୁଣାଣି କରି ଏହି ରାୟ ପ୍ରକାଶ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!