Friday, November 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁନୀତାଙ୍କୁ ଛାଡି ପୃଥିବୀ ପୃଷ୍ଠରେ ଲ୍ୟାଣ୍ଡ କଲା ଷ୍ଟାରଲାଇନର

by ସଞ୍ଜୟ ସ୍ୱାଇଁ
September 7, 2024
in NATIONAL NEWS, WORLD
ସୁନୀତାଙ୍କୁ ଛାଡି ପୃଥିବୀ ପୃଷ୍ଠରେ ଲ୍ୟାଣ୍ଡ କଲା ଷ୍ଟାରଲାଇନର
235
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ପୃଥିବୀ ପୃଷ୍ଠରେ ଲ୍ୟାଣ୍ଡିଂ କଲା ଷ୍ଟାରଲାଇନର। କୌଣସି କ୍ରୁ ନୁହେଁ ବରଂ ମାନବ ବିହୀନ ଭାବେ ଫେରିଛି ଷ୍ଟାଲଲାଇନର। ନ୍ୟୁ ମେକ୍ସିକୋର ଏକ ମରୁଭୂମିରେ ନିରାପଦ ଭାବେ ଲ୍ୟାଣ୍ଡିଂ କରିଛି ଷ୍ଟାରଲାଇନର। ମହକାଶରେ ଦୀର୍ଘ ୩ ମାସରୁ ଅଧିକ ଦିନ ହେଲା ଫସି ରହିଥିବା ଦୁଇ ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀଙ୍କୁ ମହାକାଶରେ ଛାଡି ଏକାକି ପୃଥିବୀ ପୃଷ୍ଠକୁ ଆଜି ଫେରି ଆସିଛି। ପ୍ରାୟ ୬ ଘଣ୍ଟା ଯାତ୍ରା ପରେ ଷ୍ଟାରଲାଇନର୍ ଆମେରିକାର ନ୍ୟୁ ମେକ୍ସିକୋ ଅଞ୍ଚଳରେ ଅବତରଣ କରିଛି। ଷ୍ଟାରଲାଇନର ମହାକାଶକୁ ଯାତ୍ରା କରିବା ବେଳେ ବୈଷୟିକ ତ୍ରୁଟି ଦେଖିବାକୁ ମିଳିଥିଲା। ଷ୍ଟାରଲାଇନର ଥ୍ରଷ୍ଟର ସମସ୍ୟା ସହ ହିଲିୟମ ଗ୍ୟାସ ଲିକକୁ ଆଖି ଆଗରେ ରଖି ମହାକାଶଚାରୀଙ୍କ ବିନା କେବଳ ଏହି ଷ୍ଟାରଲାଇନର କ୍ୟାପସୁଲକୁ ପୃଥିବୀ ପୃଷ୍ଠକୁ ଫେରାଇ ଅଣାଯାଇଛି। ମହାକାଶରେ ରହି ଯାଇଛନ୍ତି ସୁନିତା ଓ ତାଙ୍କ ସହଯୋଗୀ। ଆସନ୍ତାବର୍ଷ ଫେବ୍ରୁଆରୀରେ ନାସାର କ୍ରୁ-୯ ମିଶନରେ ଫୃଥିବୀକୁ ଫେରିବେ ସୁନିତା ୱିଲିୟମ୍ସ ଓ ତାଙ୍କ ସାଥୀ। ଏହାର ଅର୍ଥ ହେଉଛି ସୁନୀତା ୱିଲିୟମ୍ସ ଏବଂ ବୁରି ୱିଲମୋରଙ୍କୁ ସ୍ପେସ୍ ଷ୍ଟେସନରେ ପାଞ୍ଚରୁ ଛଅ ମାସ ବିତାଇବାକୁ ପଡିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!