Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୂସ୍ଖଳନରେ ୩୬ ମୃତ

by ସଞ୍ଜୟ ସ୍ୱାଇଁ
July 23, 2021
in State
ଭୂସ୍ଖଳନରେ ୩୬ ମୃତ
54
VIEWS
Share on FacebookShare on Twitter

ମୁମ୍ବାଇ, (ବାଘୁଆବାର୍ତ୍ତା): ଲଗାଣ ବର୍ଷାର ବିତ୍ପାତ ଜାରି ରହିଛି । ମହାରାଷ୍ଟ୍ରରେ ମୂଷଳ ଧାରାରେ ବର୍ଷା କାରଣରୁ ରାଜ୍ୟ ଏବେ ଜଳମଗ୍ନନ ହୋଇଯାଇଛି । ପ୍ରବଳ ବର୍ଷା ଜାରି ରହିଥିବାରୁ ଭୂସ୍ଖଳନ ହୋଇ ରାୟଗଡ଼ ଜିଲ୍ଲାରେ ୩୬ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତାଲାଇ ଅଞ୍ଚଳର ୩୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଶଖର ସୁତାର ୱାଡିରୁ ୪ଜଣଙ୍କର ମୃତ୍ୟୁ ହୋଇଛି । ଭୂସ୍ଖଳନ ଯୋଗୁଁ ଅନେକ ମାଟି ତଳେ ଫସି ରହିଛନ୍ତି । ସେମାନଙ୍କୁ ଉଦ୍ଧାର କାର୍ଯ୍ୟ ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏହି ପରିସ୍ଥିତିର ସମୀକ୍ଷା କରୁଥିବା ବେଳେ ଏନଡିଆରଏଫ ର ଏକ ଟିମ୍ ମୁମ୍ବାଇର ଭୂସ୍ଖଳନ ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟପାଇଁ ସଜବାଜ ହେଉଥିବା ଜଣାପଡିଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!