Thursday, March 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ : ବୋଇତ ବନ୍ଦାଣ ଶେଷ ରାତି

by ସଞ୍ଜୟ ସ୍ୱାଇଁ
November 12, 2019
in Nayagarh, State
12
VIEWS
Share on FacebookShare on Twitter

ଝୁମିଲେ, ନାଚିଲେ ଦର୍ଶକ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ ପୁରୁଣା ସହରଠାରେ ଅନୁଷ୍ଠିତ ୧୬ତମ ବୋଇତ ବନ୍ଦାଣ ଉତ୍ସବ ଶେଷ ସଂନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କର କୃଷି ଓ କୃଷକ ସସକ୍ତିକରଣ, ମତ୍ସ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ନୟାଗଡ଼ ପୂର୍ବତନ ନଗରପାଳ ଗୁରପ୍ରସାଦ ଜେନା, କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି, ଲୋକନାଥ ସାହୁ ଅନୁଷ୍ଠାନର ସଭାପତି କିସାନ୍ ଦାଶ ଯୋଗ ଦେଇଥିଲେ । ବୋଇତ ବନ୍ଦାଣ ଉତ୍ସବରେ ମେଲୋଡ଼ୀ ଗୀତ ମିଲନ, ପୁରୀର ରଙ୍ଗଶାଳା ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକଙ୍କ ମନମୋହିଥିଲେ । ପ୍ରାରମ୍ଭରେ କୁନିକୁନି କଳାକାର ମାନଙ୍କ ଦ୍ୱାରା ବିଭିନ୍ନ ନୃତ୍ୟ ପରିବେଷଣ କରାଯାଇଥିଲା । ଶେଷ ସଂନ୍ଧ୍ୟାରେ ଗାୟୀକା ଦୀପ୍ତିରେଖାଙ୍କ ସଂଗୀତର ସୁର ମହ୍ଲାରରେ ହଜାର ହଜାର ଦର୍ଶକ ଝୁମିଲେ, ନାଚିଲେ ।

 

Leave a Reply Cancel reply

Your email address will not be published. Required fields are marked *

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!