Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଙ୍ଗାଲୋରରେ ଥାଇ ବାପାଙ୍କୁ ଶେଷ ଦର୍ଶନ କଲେ ପୁଅ

by Anil Panda
April 19, 2020
in Breaking, Lifestyle
ବାଙ୍ଗାଲୋରରେ ଥାଇ ବାପାଙ୍କୁ ଶେଷ ଦର୍ଶନ କଲେ ପୁଅ
15
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କରୋନା ମହାମାରୀ ସାରା ବିଶ୍ୱକୁ ବିଚଳିତ କରି ଦେଇଥିବା ବେଳେ ସାରା ଭାରତରେ ଲକ୍‌ଡାଉନ୍ ଘୋଷଣା କରାଯାଇଛି । ଏଭଳି ସ୍ଥଳରେ ବାପାଙ୍କ ଶେଷ ସମୟରେ ପୁଅଟିଏ ତା’ଙ୍କୁ ସ୍ୱର୍ଶ କରି ପାରି ନଥିବା ବେଳେ ଭିଡିଓ କଲ୍‌ରେ ଶେଷ ଦର୍ଶନ କରିଥିବା ଜଣାଯାଇଛି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ମୟୁରଝାଲିଆ ଗ୍ରାମର ଭଗବାନ ନାୟକଙ୍କ ଦୀର୍ଘ ଦିନ ହେବ ଶ୍ୱାସ ଓ ଡାଇବେଟିସ୍ ରୋଗରେ ପିଡ଼ିତ ଥିବା ବେଳେ ତାଙ୍କ ଭୂବନେଶ୍ୱରରେ ରଖାଯାଇ ନିୟମିତ ସ୍ୱାସ୍ଥ୍ୟ ଦେଖାରଖା କରାଯାଉଥିଲା । ଗତ ୧୭ ତାରିଖ ବିଳମ୍ବିତ ରାତିରେ ତାଙ୍କ ଅବସ୍ଥା ଜଟିଳ ହୋଇପଡ଼ିବାରୁ ତାଙ୍କୁ ଘରୋଇ ହସ୍ପିଟାଲକୁ ଚିକିତ୍ସା କରିବା ପାଇଁ ସଂମ୍ପର୍କୀୟମାନେ ନେଇଥିଲେ । ମାତ୍ର ତାଙ୍କ ଅବସ୍ଥା ସଂକଟାପର୍ଣ୍ଣ ଥିବା ଦର୍ଶାଇ ଘରୋଇ ହସ୍ପିଟାଲରୁ ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରିବାକୁ ପରାମର୍ଶ ଦିଆଯାଇଥିବା ବେଳେ ଗତକାଲି ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି । ଭଗବାନଙ୍କ ପୁଅ ନୃସିଂହ ନାୟକ ବାଙ୍ଗାଲୋରରେ ରହୁଥିବାରୁ ଶେଷ ସମୟରେ ସେ ବାପାଙ୍କୁ ସ୍ୱର୍ଶ କରି ପାରିନଥିବା ବେଳେ ଭିଡିଓ କଲ୍‌ର ସାହାର ନେଇ ବାପାଙ୍କ ଶେଷ ଦର୍ଶନ କରିଥିବା ଜଣାଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!