Tuesday, November 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଖ୍ୟାତ ସିନେ ଅଭିନେତା ବିଜୟଙ୍କ ପରଲୋକ

by Anil Panda
July 20, 2020
in Breaking, Feature News
ପ୍ରଖ୍ୟାତ ସିନେ ଅଭିନେତା ବିଜୟଙ୍କ ପରଲୋକ
28
VIEWS
Share on FacebookShare on Twitter

ଭୂବନେଶ୍ୱର, (ବାଘୁଆବାର୍ତ୍ତା) : ପ୍ରଖ୍ୟାତ ସିନେ ଅଭିନେୟା ବିଜୟ ମହାନ୍ତିଙ୍କର ଆଜି ଭୂବନେଶ୍ୱର ସ୍ଥିତ କେୟାର ହସ୍ପିଟାଲରେ ପରଲୋକ ଘଟିଛି । ତାଙ୍କ ଅବସ୍ଥା ଗୁରୁତର ହୋଇ ପଡ଼ିବାରୁ ତାଙ୍କୁ କେୟାର ହସ୍ପିଟାଲରେ ଭର୍ତ୍ତୀ କରାଯାଇଥିଲା । ପୂର୍ବରୁ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ହାଇଦ୍ରାବାଦରେ ଚିକିତ୍ସା କରାଯାଇ ଭୂବନେଶ୍ୱର ଅଣାଯାଇଥିଲା । ୧୫୦ରୁ ଉଦ୍ଦ୍ୱର୍ ସିନେମାରେ ଅଭିନୟ କରିଥିବା ବିଜୟ ଏକାଧାରାରେ ଜଣେ ଅଭିନେତା, ନାଟ୍ୟକାର ଏବଂ ଅଧ୍ୟାପକ ଥିଲେ । ତାଙ୍କ ବିୟୋଗରେ ଏକ ଯୁବର ଅବସାନ ଘଟିଥିବା ବେଳେ ସିନେ ଜଗତରେ ଶୋକାର ଛାୟା ଖେଳି ଯାଇଛି । ୧୯୭୭ ମସିହାରେ ଦୁଇଟି ପ୍ରସିଦ୍ଧ ସିନେମା “ଚିଲିକା ତୀରେ” ଏବଂ “ନାଗଫାଶ” ଜରିଆରେ ବିଜୟ ମହାନ୍ତିଙ୍କର ଅଭିନୟ ଜୀବନ ଆରମ୍ଭ ହୋଇଥିଲା। ଉଭୟ ନାୟକ ଏବଂ ଖଳ ନାୟକ ଭୂମିକାରେ ଓଡିଶାର ଦର୍ଶକ ତାଙ୍କୁ ଭଲ ପାଇ ଆସିଛନ୍ତି। ୮, ଏପ୍ରିଲ, ୧୯୫୦ ରେ ବିଜୟ ମହାନ୍ତି କେନ୍ଦ୍ରାପଡା ଜିଲାର ପାଣ୍ଡିରି ଗାଁରେ ଜନ୍ମଗ୍ରହଣ କରିଥିଲେ। ତେବେ ତାଙ୍କର ପିଲାଦିନ ବିତିଥିଲା ବାରିପଦାରେ। ବାରିପଦା ଗୋଟେ ସମୟରେ ଓଡିଆ ସିନେମାକୁ ସର୍ବାଧିକ ସଫଳ କଳାକାର ଦେଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!