Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବର୍ଷୀୟାନ୍‌ ଅଭିନେତା ଅଜିତ ଦାସଙ୍କ ପରଲୋକରେ ରାଜ୍ୟ ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀଙ୍କ ଶୋକ

by Anil Panda
September 13, 2020
in Nayagarh
ବର୍ଷୀୟାନ୍‌ ଅଭିନେତା ଅଜିତ ଦାସଙ୍କ ପରଲୋକରେ ରାଜ୍ୟ ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀଙ୍କ ଶୋକ
194
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ୍‌ ତଥା ଲୋକପି୍ରୟ ଅଭିନେତା ଅଜିତ ଦାସଙ୍କ ପରଲୋକରେ ରାଜ୍ୟ ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି । ଜଣେ ନାଟ୍ୟକାର, ମଞ୍ଚ ଅଭିନେତା ଓ ନିର୍ଦ୍ଦେଶକ ଭାବେ ପରିଚିତ ସ୍ୱର୍ଗତ ଦାସ ବହୁ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ଓଡ଼ିଶାର ଜନମାନସରେ ସ୍ୱତନ୍ତ୍ର ଛାପ ଛାଡ଼ିଯାଇଛନ୍ତି । ତାଙ୍କର ହୃଦୟସ୍ପର୍ଶୀ ଅଭିନୟ ଅତ୍ୟନ୍ତ ପ୍ରଭାବଶାଳୀ ଓ ସ୍ମରୀୟ ହୋଇ ରହିବ । ତାଙ୍କ ବିୟୋଗ ସମସ୍ତଙ୍କୁ ମର୍ମାହତ କରିଛି । ସ୍ୱର୍ଗତ ଦାସଙ୍କ ବିୟୋଗରେ ଓଡ଼ିଶା ସିନେ ଜଗତ ଜେ ଆଦରୀୟ ମୁରବୀଙ୍କୁ ହରାଇଲା ବୋଲି ପ୍ରକାଶ କରିବା ସହିତ ମନ୍ତ୍ରୀ ସ୍ୱର୍ଗତ ଆତ୍ମାର ସଦ୍‌ଗତି କାମନାପୂର୍ବକ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!