Tuesday, December 16, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା କାଲିଠାରୁ ପି.ଏମ.ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଲାଠିପଡାରେ ସୁବର୍ଣ୍ଣ ଜୟନ୍ତୀ

by ସଞ୍ଜୟ ସ୍ୱାଇଁ
April 15, 2025
in Nayagarh, State
ଆସନ୍ତା କାଲିଠାରୁ ପି.ଏମ.ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଲାଠିପଡାରେ ସୁବର୍ଣ୍ଣ ଜୟନ୍ତୀ
380
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆସନ୍ତା ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ପି.ଏମ.ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡା ସୁବର୍ଣ୍ଣ ଜୟନ୍ତୀ-୨୦୨୫ ପାଳନ କରୁଛି । ଉକ୍ତ ଉତ୍ସବରେ ସମସ୍ତ ଜନ ସାଧାରଣ ବହୁଳ ମାତ୍ରାରେ ଯୋଗଦାନ ସହିତ ଉକ୍ତ ସମାରୋହକୁ ଉତ୍ସାହିତ କରିବା ସହିତ ଉକ୍ତ ସମାରୋହକୁ ସାଫଲ୍ୟ ମଣ୍ଡିତ କରିବା ପାଇଁ ସୁବର୍ଣ୍ଣ ଜୟନ୍ତୀ କମିଟିର ସଭାପତି, ସଂପାଦକ ଓ ସମସ୍ତ କର୍ମକର୍ତ୍ତା ନିବେଦନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢ଼ୀ, ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, କନ୍ଧମାଳ ପୁର୍ବତନ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ, ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଲ୍ଲା ପରିଷଦ ସରୋଜ କୁମାର ରଣସିଂ, ଜିଲ୍ଲା ଶିକ୍ଷା ଅଧିକାରୀ ଚିତରଞ୍ଜନ ପାଣ୍ଡେ, ସ୍ଥାନୀୟ ସରପଞ୍ଚ ସରସ୍ୱତୀ ପଗଡ଼, ସମିତି ସଭ୍ୟା ସନ୍ଧ୍ୟାରାଣୀ ବେହେରା, ସୁବର୍ଣ୍ଣ ଜୟନ୍ତୀ କମିଟିର ସଭାପତି ଚତୁର୍ଭୁଜ ପାତ୍ର, ଲାଠିପଡା ଗ୍ରାମ୍ୟ କମିଟି ସଭାପତି ଭାଗୀରଥି ସାହୁ, ସ୍କୁଲ ପ୍ରଧାନ ଶିକ୍ଷକ ପ୍ରତାପ କୁମାର ଶତପଥୀ ଆସନ୍ତା କାଲିର କାର୍ଯ୍ୟକ୍ରମରେ ଅତିଥି ଭାବରେ ଯୋଗ ଦେବେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!