Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲାଠିପଡ଼ା ପିଏମ.ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଯୋଗ ଦିବସ

by ସଞ୍ଜୟ ସ୍ୱାଇଁ
June 21, 2025
in Nayagarh
ଲାଠିପଡ଼ା ପିଏମ.ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଯୋଗ ଦିବସ
146
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସଦର ଲାଠିପଡ଼ା ପିଏମ୍‌.ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଉତ୍ସବରେ ପ୍ରଧାନ ଶିକ୍ଷକ ପ୍ରତାକ କୁମାର ଶତପଥୀଙ୍କ ଅଧ୍ୟକ୍ଷତା କରିଥିବା ବେଳେ ଚତୁର୍ଭୁଜ ପାତ୍ର, ବାଳକୃଷ୍ଣ ନନ୍ଦ, କୃଷ୍ଣଚନ୍ଦ୍ର ତ୍ରିପାଠୀ, ମାଳତୀ ତ୍ରିପାଠୀ, ବିକ୍ରମ କେଶରୀ ନାୟକ, କିଷାନ ପ୍ରଭାରୀ, କିଶୋର ଚନ୍ଦ୍ର ପାଣି, ପବିତ୍ର ବେହେରା, ସନାତନ ବେହେରା ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ବିଦ୍ୟାଳୟରେ ୪୦୨ଜଣ ଛାତ୍ରଛାତ୍ରୀ ଭାଗ ନେଇଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ସକ୍ରିୟ ଅଂଶ ଗ୍ରହଣ କରି ଯୋଗ ଦିବସକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!