Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓକିଲ ଓ ତହସିଲଦାର ବିବାଦ, ତହସିଲ କାର୍ଯ୍ୟାଳୟ ପରିସରରେ ୧୬୩ ଧାରା ଜାରି

by ସଞ୍ଜୟ ସ୍ୱାଇଁ
September 5, 2024
in State
ଓକିଲ ଓ ତହସିଲଦାର ବିବାଦ, ତହସିଲ କାର୍ଯ୍ୟାଳୟ ପରିସରରେ ୧୬୩ ଧାରା ଜାରି
131
VIEWS
Share on FacebookShare on Twitter

ନରସିଂହପୁର, (ବାଘୁଆବାର୍ତ୍ତା): କଟକ ଜିଲା ନରସିଂହପୁର ତହସିଲ କାର୍ଯ୍ୟାଳୟ ପରିସରରେ ଗୁରୁବାର ୧୬୩ ଧାରା ଲାଗୁ ହୋଇଛି। ବିଏନ୍‌ଏସ୍‌ ୧୬୩(୨) ଧାରା ଲାଗୁ କରିଛି ଜିଲା ପ୍ରଶାସନ। ଓକିଲ ସଂଘ ଓ ତହସିଲଦାରଙ୍କ ବିବାଦ ଯୋଗୁ ଏହି ୧୬୩ ଧାରା ଲାଗୁ ହୋଇଛି। ତହସିଲଦାରଙ୍କ ବଦଳି ପାଇଁ ଓକିଲ ସଂଘ ଦାବି କରିଥିଲା। ଏହାକୁ ନେଇ ଗୁରୁବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସଂଘ ଧାରଣା ଦେବ ବୋଲି କହିଥିଲା।

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

May 22, 2025
ବଲାଙ୍ଗୀର ବିଜେପିରେ ଫାଟ,  ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

ବଲାଙ୍ଗୀର ବିଜେପିରେ ଫାଟ, ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!