Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 9, 2024
in Crime, State
ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର
178
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବନ୍ଦ ଘର ଭିତରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ସିଡିଏ ସେକ୍ଟର-୯ ସ୍ଥିତ ଭଡ଼ା ଘରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଅଧ୍ୟାପିକା ଜଣଙ୍କ ହେଉଛନ୍ତି ଅନନ୍ୟା ଚକ୍ରବର୍ତ୍ତୀ। ସେ କଟକ ଜାତୀୟ ଆଇନ ବିଶ୍ୱ ବିଦ୍ୟାଳୟରେ କାର୍ଯ୍ୟରତ ଥିଲେ। ତାଙ୍କ ଘର ପଶ୍ଚିମବଙ୍ଗର ବୋଲି ଜଣାଯାଇଛି। ୨ ଦିନ ହେବ ଅନନ୍ୟା କଲେଜ ଯାଇ ନଥିଲେ। କଲେଜ କର୍ତ୍ତୃପକ୍ଷ ତାଙ୍କ ଫୋନକୁ କଲ୍‌ କରିଥିଲେ। ଅନ୍ୟାନଙ୍କ ଫୋନ୍ ରିଙ୍ଗ୍ ହୋଇଥିଲେ ମଧ୍ୟ ସେ ଉଠାଇ ନଥିଲେ। ଗତକାଲି ମଧ୍ୟ କଲେଜ କର୍ତ୍ତୃପକ୍ଷ ଅଧ୍ୟାପିକାଙ୍କୁ ଫୋନ୍‌ କରିଥିଲେ। ହେଲେ ଫୋନ୍ ରିଙ୍ଗ୍ ହୋଇ କଟିଥିଲେ ମଧ୍ୟ ଉଠାଇ ନଥିଲେ। ଏନେଇ କଲେଜ କର୍ତ୍ତୃପକ୍ଷ ପୁଲିସକୁ ଘଟଣା ସଂପର୍କରେ କହିଥିଲେ। ପୁଲିସ ଓ କଲେଜ କର୍ତ୍ତୃପକ୍ଷ ଭଡ଼ା ଘରେ ପହଞ୍ଚି ଅଧ୍ୟାପିକାଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।ପୁଲିସ ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ସ୍ପଷ୍ଟ ହେବା ବୋଲି ପୁଲିସ ପକ୍ଷରୁ କୁହାଯାଇଛି। ତେବେ ଅଧ୍ୟାପିକାଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ। ଅଧ୍ୟାପିକାଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି। ଘଟଣା ସଂପର୍କରେ ଅଧ୍ୟାପିକାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି। କିଛି ଦିନ ପୂର୍ବରୁ ଅଧ୍ୟାପିକାଙ୍କ ଛାଡ଼ପତ୍ର ହୋଇଥିଲା ବୋଲି ସୂଚନା ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!