Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳାଙ୍କ ବିରୋଧରେ ହିଂସା ପ୍ରସଙ୍ଗ, ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ଲେନିନ୍

by ସଞ୍ଜୟ ସ୍ୱାଇଁ
December 10, 2023
in Politics, State
ନିର୍ବାଚନ ହାରିଲା ପରେ ଗାଁକୁ ଯାଉନଥିଲେ ବିଜେପି ନେତା, ଆଜି ଗାଁ କଥା ମନେ ପଡୁଛି : ଲେନିନ୍ ମହାନ୍ତି
27
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମହିଳାଙ୍କ ବିରୋଧରେ ହିଂସା ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀଙ୍କୁ ଟାର୍ଗେଟ୍ କଲା ବିଜେଡି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଲା ବିଜେଡ଼ି। ଓଡ଼ିଶାରେ ପଂଚାୟତ , ପୌର ନିର୍ବାଚନ ଓ ଉପ ନିର୍ବାଚନ ରେ ବିଜେପି ବରସମ୍ବର ହାରି ହତତ୍ସାହିତ ହୋଇଛି। ହାରିଯାଇଥିବା କର୍ମୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ଉଦ୍ୟମ କରୁଛନ୍ତି କେନ୍ଦ୍ରମନ୍ତ୍ରୀ। ଏବେ ଘଉଜଈ ର ପିପୋର୍ଟ ସମସ୍ତଙ୍କ ପାଇଁ ଉପଲବ୍ଧ ରହିଛି। ଏଣୁ କେନ୍ଦ୍ରମନ୍ତ୍ରୀ ଏହାକୁ ପରଖି ଉପସ୍ଥାପନା କରିବାର ଥିଲା। ଏହା ସ୍ପଷ୍ଟ କରୁଛି ଯେ ମହିଳାଙ୍କ ଉପରେ ଅଧିକ ହିଂସା ଉତ୍ତରପ୍ରଦେଶ,କର୍ଣ୍ଣାଟକ, ମହାରାଷ୍ଟ୍ର ଆଉ ପଶ୍ଚିମବଙ୍ଗରେ ଅଧିକ ରହିଛି । ଏହି ସବୁ ବିଜେପି ଶାସିତ ରାଜ୍ୟରେ ସବୁଠୁ ଅଧିକ ମହିଳାଙ୍କ ଉପରେ ହିଂସା ହୋଇଛି । ଉତ୍ସାହିତ କରିବା ଭୁଲ ନୁହେଁ ହେଲେ କର୍ମୀଙ୍କୁ ଅର୍ଦ୍ଧସତ୍ୟ ତଥ୍ୟ ଦେଇ ଓଡ଼ିଶାକୁ ଅଧିକ ଅପମାନିତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ବୋଲି ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!