Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅସାବଧାନତା ହେତୁ ଏଲ୍‌ଆଇସି ଅଫିସରେ ଫୁଟିଲା ବନ୍ଧୁକ

by ସଞ୍ଜୟ ସ୍ୱାଇଁ
October 14, 2021
in State
ଅସାବଧାନତା ହେତୁ ଏଲ୍‌ଆଇସି ଅଫିସରେ ଫୁଟିଲା ବନ୍ଧୁକ
85
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଏଲଆଇସି ଅଫିସରେ ଫୁଟିଲା ଗୁଳି। କାହାରି କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ସିଏମଏସ ଏଟିଏମ କ୍ୟାଶ ଭ୍ୟାନ ସୁରକ୍ଷା କର୍ମୀଙ୍କ ବନ୍ଧୁକରୁ ଫୁଟିଛି ଗୁଳି । ଅସାବଧାନତା ହେତୁ ଅଫିସ ଭିତରେ ଫୁଟିଗଲା ବନ୍ଧୁକ । ଖବର ଅନୁଯାୟୀ, ଏଲଆଇସିରୁ ଟଙ୍କା ନେଇ ଅନ୍ୟ ବ୍ୟାଙ୍କରେ ଡିପୋଜିଟ୍ ପାଇଁ ଆସିଥିଲା ସିଏମଏସ ଗାଡି। ସିକ୍ୟୁରିଟି ଗାର୍ଡ କୁମୁଦ ଚନ୍ଦ୍ର ସାହୁଙ୍କ ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ଅସାବଧାନତା ବଶତଃ ଫୁଟିଯାଇଥିଲା । ତେବେ ଏହି ଗୁଳି ଫୁଟିବା ପରେ ଅଫିସ୍ ସିଲିଂର କିଛି ଅଂଶ କ୍ଷତିଗ୍ରସ୍ତ ହୋଇଛି । ମାତ୍ର ଅନ୍ୟ କାହାରି କିଛି କ୍ଷୟ କ୍ଷତି ହୋଇନଥିବା ଜଣାପଡିଛି । ବନ୍ଧୁକ ଧରିଥିବା ବେଳେ କାନ୍ଧରୁ ଖସିଯାଇ ବନ୍ଧୁକଟି ତଳେ ଛେଚି ହୋଇ ଯିବାରୁ ଆପେ ଆପେ ଗୁଳି ଫୁଟି ଯାଇଥିବା କହିଛନ୍ତି ଏହି ସୁରକ୍ଷା କର୍ମୀ । । ଖବର ପାଇ ଟାଉନଥାନା ପୋଲିସ ଏଲଆଇସି ଅଫିସରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!