Wednesday, July 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପତ୍ର ତୋଳିବାକୁ ଯାଇ ଘରକୁ ଫେରିବା ବାଟରେ ହିଁ ବଜ୍ରାଘାତର ଶିକାର ହୋଇ ମହିଳାଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
October 18, 2021
in State
ପତ୍ର ତୋଳିବାକୁ ଯାଇ ଘରକୁ ଫେରିବା ବାଟରେ ହିଁ ବଜ୍ରାଘାତର ଶିକାର ହୋଇ ମହିଳାଙ୍କ ମୃତ୍ୟୁ
97
VIEWS
Share on FacebookShare on Twitter

କାମାକ୍ଷାନଗର, (ବାଘୁଆବାର୍ତ୍ତା): ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ। ମୃତ ମହିଳା ଜଣକ ହେଲେ ଢ଼େଙ୍କାନାଳ ଜିଲ୍ଲା ରାଇବୋଲ ପଞ୍ଚାୟତ ହାଡ଼ଗଡ଼ି ଗାଁର ପାର୍ବତୀ ପ୍ରଧାନ। ପାର୍ବତୀ ପତ୍ର ତୋଳିବା ପାଇଁ ଗାଁ ପାଖ ମଉଳାଭଣଜା ଜଙ୍ଗଲକୁ ଯାଇଥିଲେ। ପତ୍ର ତୋଳି ଘରକୁ ଫେରିବା ବାଟରେ ହିଁ ବଜ୍ରାଘାତର ଶିକାର ହୋଇଥିଲେ। ସ୍ୱାମୀ ରାମଚନ୍ଦ୍ର ପ୍ରଧାନ ସ୍ତ୍ରୀ ପାର୍ବତୀକୁ ଅଚେତ ଅବସ୍ଥାରେ ପାଇଥିଲେ। ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ୧୦୮ଆମ୍ବୁଲାନ୍ସରେ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!