Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜ୍ରପାତରେ ଜଣେ ମୃତ, ଦୁଇ ଗୁରୁତର

by ସଞ୍ଜୟ ସ୍ୱାଇଁ
April 14, 2021
in Feature News
ବଜ୍ରପାତରେ ଜଣେ ମୃତ, ଦୁଇ ଗୁରୁତର
1.4k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ ବାଉଁଶଗାଡ଼ିଆରେ ଆଜି କାଳବୈଶାଖୀ ପ୍ରଭାବରେ ବଜ୍ରପାତ ଘଟି ଜଣେ ନାବାଳିକାର ମୃତ୍ୟୁ ଘଟିଛି । ନାବାଳିକା ଜଣଙ୍କ ଖଣ୍ଡପଡ଼ା ଥାନା ଅନ୍ତର୍ଗତ ଖଳିସାହି ଗ୍ରାମର ପୂଜାରାଣୀ ସେଠୀ(୧୩) । ସେ ତାଙ୍କ ମାମୁଁ ଦିପୁନା ସେଠୀଙ୍କ ଘରେ ରହି ପାଠ ପଢ଼ୁଥିଲେ । ସେ ଆଜି ଗାଁ ଦାଣ୍ଡରେ ମାମୁଁଙ୍କ ଦୁଇ ଝିଅ ସ୍ୱପ୍ନାରାଣୀ ସେଠୀ ଏବଂ ସୁଗ୍ନାରାଣୀ ସେଠୀ ସହ ଖେଲୁଥିଲେ । ଏହି ସମୟରେ ବଜ୍ରପାତ ଘଟିବାରୁ ପୂଜା, ସ୍ୱପ୍ନାରାଣୀ ଏବଂ ସୁଗ୍ନାରାଣୀ ଗୁରୁତର ହୋଇପଡ଼ିଥିଲେ । ସେମାନଙ୍କୁ ଗ୍ରାମବାସୀ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରାଯାଇଥିଲେ । ଡାକ୍ତର ପୂଜାଙ୍କୁ ମୃତ୍ୟୁ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇ ଜଣଙ୍କ ଚିକିତ୍ସା ଚାଲିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!