Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଦ ରହିବ ଶ୍ରୀଲିଙ୍ଗରାଜ ମନ୍ଦିର

by ସଞ୍ଜୟ ସ୍ୱାଇଁ
April 18, 2021
in Breaking, State
ବିନା ଭକ୍ତରେ ହେବ ରୁକୁଣା ରଥଯାତ୍ରା
100
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ବନ୍ଦ ରହିଛି । ମନ୍ଦିର ଭିତରେ ପୂର୍ବଭଳି ନିତିକାନ୍ତି ଚାଲୁ ରହିବ । ସେବାୟତଙ୍କ ନୀତିକାନ୍ତି ସମ୍ପାଦନ କରିବେ । ଶ୍ରୀଲିଙ୍ଗରାଜଙ୍କ କିଛି ସେବାୟତ କରୋନା ସଂକ୍ରମିତ ହେବାପରେ ବନ୍ଦ କରିବା ନିଷ୍ପତ୍ତି ନିଆଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ଶ୍ରଦ୍ଧାଳୁଙ୍କ ପାଇଁ ମନ୍ଦିର ବନ୍ଦ ରହିବ । ୪ଜଣ ସେବାୟତ କରୋନା ସଂକ୍ରମିତଚେହବା ଚିହ୍ନଟ ହେବା ପରେ ଶ୍ରୀଲିଙ୍ଗରାଜ ମନ୍ଦିରକୁ ବନ୍ଦ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!