Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶୀ ମଦ ଜବତ, ଜଣେ ଗିରଫ୍

by ସଞ୍ଜୟ ସ୍ୱାଇଁ
May 23, 2021
in Nayagarh
ଦେଶୀ ମଦ ଜବତ, ଜଣେ ଗିରଫ୍
499
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଗଛ ମୁଳରେ ଦେଶୀ ମଦ ବ୍ୟବସାୟ କରୁଥିବା ବେଳେ ପୁଲିସ୍ ଚଢଉ କରି ଦେଶୀ ମଦ ଜବତ କରିବା ସହିତ ଜଣେ ଅଭିଯୁକ୍ତକୁ ଗିରଫ୍ କରିଥିବା ଜଣାପଡିଛି । ସୂଚନାନୁସାରେ, ନୟାଗଡ଼ ସଦର ଥାନା ଅନ୍ତର୍ଗତ ରଘୁନାଥ ପ୍ରସାଦ ଗ୍ରାମର ସ୍ୱର୍ଗତ ଭିକାରୀ ପ୍ରଧାନଙ୍କ ପୁଅ ଯୁଗଳ ପ୍ରଧାନ(୫୫) ରାଜପାଟଣା ଅଞ୍ଚଳରେ ଏକ ଗଛ ମୁଳରେ ଚୋରା ଲୁଚାରେ ଦେଶୀ ମଦ ବ୍ୟବସାୟ କରୁଥିବା ନେଇ ପୁଲିସ ବିଶେଷ ସୁତ୍ରରୁ ଖବର ପାଇଁ ଆଜି ଚଢଉ କରିଛି । ଚଢଉ ବେଳେ ୫୦ ଲିଟର ଦେଶୀ ମଦ ଜବତ କରି ଯୁଗଳକୁ ଥାନାକୁ ଆଣି ପଚରାଉଚରା କରି ଥାନାରେ କେସ୍ ନଂ ୭୭/୨୧ରେ ମାମଲା ଋଜୁ କରି ଯୁଗଳ ପ୍ରଧାନକୁ ଗିରଫ୍ କରାଯାଇଥିବା ବେଳେ ଆସନ୍ତା କାଲି କୋର୍ଟ ଚାଲାଣ କରାଯିବା ନେଇ ନୟାଗଡ଼ ସଦରଥାନା ଅଧିକାରୀ ଦୀପକ୍ କୁମାର ଖଣ୍ଡାୟତରାୟ ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!