Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୪ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
November 3, 2020
in Crime, Nayagarh
୧୪ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ
426
VIEWS
Share on FacebookShare on Twitter

ଖଣ୍ଡପଡ଼ା, (ବାଘୁଆବାର୍ତ୍ତା): ନିଶାଦ୍ରବ୍ୟର ଅବାଧ କାରବାରକୁ ରୋକିବା ନିମନ୍ତେ ଖଣ୍ଡପଡ଼ା ଥାନା ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଅଭିଯାନକୁ ଗତ ୨ମାସ ଧରି ଜୋରଦାର କରାଯାଇଛି । ମଙ୍ଗଳବାର ଅପରାହ୍ନରେ ଖଣ୍ଡପଡ଼ା ଥାନା ଅଧିନ ବେଡ଼ାଙ୍କି ଗ୍ରାମରୁ ଏ ଜାରକିନରେ୧୪ ଲିଟର ଦେଶୀ ମଦ ଚାଲାଣ ହେଉଥିବା ବେଳେ କୈାଣସି ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ସେଠାରେ ଅଚାନକ ଚଢ଼ାଉ କରି ଦିଲ୍ଲୀପ ଦାସଙ୍କୁ ଗିରଫ କରିଥିବା ଜଣାଯାଇଛି । ଦିଲ୍ଲୀପର ଘର ମର୍ଦ୍ଦରାଜପୁର ପଂଚାୟତ ଅଧିନ ହରିଚନ୍ଦନପୁର ଗ୍ରାମରେ ବୋଲି ପୋଲିସ ସୁତ୍ରରୁ ପ୍ରକାଶ । ଖଣ୍ଡପଡ଼ା ଥାନାରେ ଏନେଇ ଏକ ମାମଲା ରୁଜୁ ହୋଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!