Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲାରେ ରହିଛି ଲିଥିୟମ ଭଳି କ୍ରିଟିକାଲ ମିନେରାଲ

by ସଞ୍ଜୟ ସ୍ୱାଇଁ
January 19, 2025
in Nayagarh, State
ନୟାଗଡ଼ ଜିଲ୍ଲାରେ ରହିଛି ଲିଥିୟମ ଭଳି କ୍ରିଟିକାଲ ମିନେରାଲ
576
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଓଡ଼ିଶାରେ ଅଛି ଲିଥିୟମ ଭଳି କ୍ରିଟିକାଲ ମିନେରାଲ। ନୟାଗଡ଼ ଜିଲ୍ଲାର ମାଟି ତଳେ ଲିଥିୟମ ଥିବା ନେଇ ଜିଓଲୋଜିକାଲ ସର୍ଭେ ଅଫ ଇଣ୍ଡିଆକୁ ସଙ୍କେତ ମିଳିଛି । ମାଟି ତଳେ ଥିବା ପ୍ରାକୃତିକ ସମ୍ପଦ ଖୋଜିବା ପାଇଁ ବ୍ୟବହାର ହେଉଛି ନୂଆ ଟେକ୍ନୋଲୋଜି। ଏଆଇ କହିବ କେଉଁଠି ଅଛି କେଉଁ ଖଣି । ଡ୍ରୋନ୍ ମାଧ୍ୟମରେ ହେବ ଖଣିଜ ପଦାର୍ଥ ଖୋଜା। ମୟୂରଭଞ୍ଜ ଜିଲ୍ଲାରେ ଆରମ୍ଭ ହୋଇଛି ପାଇଲଟ୍ ପ୍ରକଳ୍ପ । କନ୍ଧମାଳ, ମାଲକାନଗିରି ଭଳି ଜିଲ୍ଲାରେ ଦୀର୍ଘ ବର୍ଷ ଧରି ବନ୍ଦ ଥିବା ଖଣିଜ ସର୍ଭେ ଜୋର୍ ଧରିବ । ଆସନ୍ତାକାଲି କୋଣାର୍କରେ ହେବାକୁ ଥିବା ଦୁଇ ଦିନିଆ ଖଣି ମନ୍ତ୍ରୀ ସମ୍ମିଳନୀ ପୂର୍ବରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଜିଏସଆଇର ବୋର୍ଡ ବୈଠକ । ସବୁ ରାଜ୍ୟର ଖଣି, ଜିଏସଆଇ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି । ପ୍ରାୟ ୫୦ ଭାଗ ଖଣିଜ ଯୋଗାଇ ଦେଶର ଖଣି ରାଜଧାନୀ ଭାବେ ପରିଚିତ ଓଡ଼ିଶାରେ ଏହି ବୈଠକ ଅନେକ ଗୁରୁତ୍ବ ବହନ କରୁଛି ବୋଲି କହିଛନ୍ତି କେନ୍ଦ୍ର ଖଣି ସଚିବ ଏଲ୍ କାନ୍ତା ରାଓ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!