Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣ୍ଡପଡା ବଜାରରେ ଲକ୍‌ଡାଉନ୍ କଟକଣାକୁ ଫୁ

by Anil Panda
April 21, 2020
in Breaking, Health
ଖଣ୍ଡପଡା ବଜାରରେ ଲକ୍‌ଡାଉନ୍ କଟକଣାକୁ ଫୁ
15
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସମଗ୍ର ଅଂଚଳରେ କରୋନା ଭୂତାଣୁ ସଂକ୍ରମଣକୁ ନେଇ ଲକ୍‌ଡାଉନ୍ ବ୍ୟବସ୍ଥା ବଳବତ୍ତର ରହିଥିବା ବେଳେ ଖଣ୍ଡପଡା ସହରରେ ଏହି ନିୟମର ମାନେ ନଥିବା ପରି ଜଣାପଡୁଛି । ଦୋକାନ, ବଜାର ଠାରୁ ଆରମ୍ଭ କରି ବ୍ୟାଙ୍କ ସମ୍ମୁଖରେ ଜନସାଧାରଣଙ୍କ ଭିଡ଼ ପରିଲକ୍ଷିତ ହେଉଛି । ସାମାଜିକ ଦୁରତ୍ୱ ନିୟମକୁ କେହି ମାନୁ ନାହାନ୍ତି । କୈାଣସି କାମ ନଥାଇ ବିନା ମାସ୍କରେ ଜନସାଧାରଣ ଏଣେତେଣେ ଚଲାବୁଲା କରୁଛନ୍ତି । ଖଣ୍ଡପଡ଼ା ଥାନାଠାରୁ ମାତ୍ର ୫୦ମିଟର ଦୂରତାରେ ଥିବା ଚନ୍ଦନ ବଜାରରେ ମଧ୍ୟ ଜନସାଧାରଣଙ୍କ ଭିଡ଼ ପରିଲକ୍ଷିତ ହେଉଛି । ୨୦ ତାରିଖ ପରଠାରୁ ଲକଡାଉନ କଟକଣା କୋହଳ ହୋଇଯାଇଛି, ତେଣୁ ଆଉ ଚଲାବୁଲା କଲେ କିଛି ଅସୁବିଧା ନାହିଁ ବୋଲି ଏବେ ସବୁଠି ଆଲୋଚନା ହେଉଛି । ନୟାଗଡ ଜିଲ୍ଲାପାଳ ଓ ଏସ୍‌୍‌ପି ଏଥି ପ୍ରତି ଦୃଷ୍ଟି ଦେବାକୁ ଦାବିହେଉଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!