Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ସପ୍ତାହେ ବଢ଼ିଲା ଲକଡାଉନ

by ସଞ୍ଜୟ ସ୍ୱାଇଁ
May 9, 2021
in NATIONAL NEWS
ରାଜଧାନୀରେ ସପ୍ତାହେ ବଢ଼ିଲା ଲକଡାଉନ
275
VIEWS
Share on FacebookShare on Twitter

ନୂଆଦିଲ୍ଲୀ (ବାଘୁଆବାର୍ତ୍ତା): ଦେଶରେ ରାଜଧାନୀ ଦିଲ୍ଲୀରେ ପୁଣି ବଢ଼ିଲା ଲକଡାଉନ । ରାଜ୍ୟର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀରେ ଲକଡାଉନକୁ ଆଉ ସପ୍ତାହେ ବଢ଼ାଇ ଦେଇଛନ୍ତି । ଅର୍ଥାତ ଦିଲ୍ଲୀରେ ଏବେ ଲକଡାଉନ ମେ’୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଜାରି ରହିବ । ଏଥର ଲକଡାଉନରେ ଦିଲ୍ଲୀ ମେଟ୍ରୋ ମଧ୍ୟ ବନ୍ଦ ରହିବ । କେଜ୍ରିୱାଲ କହିଛନ୍ତି, ଦିଲ୍ଲୀରେ ଲକଡାଉନକୁ ଆଉ ସପ୍ତାହେ ବଢ଼ା ଯାଉଛି, ଆସନ୍ତା ସୋମବାର ସକାଳ ୫ଟା ପର୍ଯ୍ୟନ୍ତ ଲାଗୁ ରହିବ । ଦିଲ୍ଲୀରେ ଆସନ୍ତା କାଲିଠାରୁ ମେଟ୍ରୋ ଚଳାଚଳ ମଧ୍ୟ ବନ୍ଦ ରହିବ । ଏହାଛଡା ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ଦିଲ୍ଲୀରେ ଏପ୍ରିଲ ୨୬ ତାରିଖ ପରେ କରୋନା ମାମଲା କମିବା ଆରମ୍ଭ ହୋଇଛି । ଗତ ଦିନେ-ଦୁଇ ଦିନ ହେବ ପଜିଟିଭ ହାର ୩୫ରୁ୨୩ ପ୍ରତିଶତ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!