Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟବସାୟୀଙ୍କୁ ଭୁଜାଲି ମାଡ କରି ଲୁଟ୍

by ସଞ୍ଜୟ ସ୍ୱାଇଁ
January 15, 2025
in Crime, State
ବ୍ୟବସାୟୀଙ୍କୁ ଭୁଜାଲି ମାଡ କରି ଲୁଟ୍
81
VIEWS
Share on FacebookShare on Twitter

ସୋନପୁର, (ବାଘୁଆବାର୍ତ୍ତା): ସୁବର୍ଣ୍ଣପୁର ଜିଲା ଧର୍ମଶାଳା-ଯାଲୋଏ ରାସ୍ତାରେ ଭୁଜାଲିରେ ହାଣି ଯୁବ ବ୍ୟବସାୟୀ ନୀଳାମ୍ବର ମହାପାତ୍ର(୩୩)ଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ମଙ୍ଗଳବାର ରାତି ୭ଟା୩୦ରେ ଏହି ଘଟଣା ଘଟିଛି। ବୀରମହାରାଜପୁର ଥାନା ଲେହେଡିର ନୀଳାମ୍ବର ମହାପାତ୍ର ଧର୍ମଶାଳା ଛକରେ ଖୋଲିଥିବା ଜନସେବା କେନ୍ଦ୍ର ବନ୍ଦ କରି ଟଙ୍କା ଓ ଲାପ୍‌ଟପ ଧରି ବାଇକ୍‌ରେ ନିଜ ଘରକୁ ଫେରୁଥିଲେ। ଅଳ୍ପ ଦୂର ଯିବା ପରେ ୩ ଜଣ ଦୁର୍ବୁତ୍ତ ତାଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରିଥିଲେ। ଭୁଜାଲିରେ ତାଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ସ୍ଥାନକୁ ଆକ୍ରମଣ କରି ଲାପ୍‌ଟପ୍‌, ମୋବାଇଲ୍‌ ଓ ଟଙ୍କା ଲୁଟି ନେଇଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜୀବନ ବିକଳରେ ନୀଳାମ୍ବର ଧର୍ମଶାଳା ଛକକୁ ଆସି ଘଟଣା ବିଷୟରେ ଲୋକଙ୍କୁ ଜଣାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଲୁଟେରାମାନେ ଫେରାର ହୋଇଯାଇଛନ୍ତି। ହିକୁଡି ଫାଣ୍ଡି ପୋଲିସ, ବୀରମହାରାଜପୁର ଆଦର୍ଶ ଥାନା ପୋଲିସ ଓ ସୋନପୁର ଥାନା ପୋଲିସ ଲୁଟେରାଙ୍କୁ ଧରିବା ପାଇଁ ରାସ୍ତାଗୁଡିକୁ ସିଲ୍‌ କରିବା ସହ ତନାଘନା ଜାରି ରଖିଛନ୍ତି। ତେବେ ଘଟଣାସ୍ଥଳରୁ ପୋଲିସକୁ ଏକ ଅଫୁଟା ଗୁଳି ମିଳିଥିବା ବେଳେ କିଛିଦୂରରୁ ନୀଳାମ୍ବରଙ୍କ ମୋବାଇଲ ମିଳିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!