Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଟିଏ ଦିନରେ ୩ ଘରୁ ଚୋରି

by ସଞ୍ଜୟ ସ୍ୱାଇଁ
February 22, 2025
in Crime, State
ଗୋଟିଏ ଦିନରେ ୩ ଘରୁ ଚୋରି
107
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବୋରିଗୁମ୍ମା ଥାନା ଅଞ୍ଚଳରେ ବଡ଼ ଧରଣର ଲୁଟ୍‌ । ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ଦୁର୍ବୃତ୍ତ । ଗୋଟିଏ ଦିନରେ ୩ ଟି ଘରୁ କରିଲେ ଚୋରି । ପ୍ରାୟ ୨ କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ବୋରିଗୁମ୍ମା ଥାନା ଅଞ୍ଚଳରେ ବିଗତ ଦିନରେ ଅନେକ ଲୁଟ୍‌ ଘଟଣା ସାମ୍ନାକୁ ଆସିଛି । ହେଲେ ଏଥର ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ଦୁର୍ବୃତ୍ତ । ବୋରିଗୁମ୍ମା ଅଞ୍ଚଳର ୩ଟି ଘରୁ ପ୍ରାୟ ୨ କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟ୍ କରି ନେଇଛନ୍ତି ଦୁର୍ବୃତ୍ତ । ଏନେଇ ଥାନାରେ ଅଭିଯୋଗ ହେବା ପରେ ବୋରିଗୁମ୍ମା ପୋଲିସ ଉକ୍ତ ୩ ଟି ସ୍ଥାନରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି । ତଦନ୍ତ ପରେ ଚୋରଙ୍କୁ ଧରିବାରେ ପୋଲିସ ପଫଳ ହେବ ବୋଲି ଆଶା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!