Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜଗନ୍ନାଥ ମନ୍ଦିରରୁ ଚୋରି, ପୁଲିସର ତଦନ୍ତ ଆରମ୍ଭ

by ସଞ୍ଜୟ ସ୍ୱାଇଁ
February 20, 2025
in Crime, Nayagarh, State
ନୟାଗଡ଼ ଜଗନ୍ନାଥ ମନ୍ଦିରରୁ ଚୋରି, ପୁଲିସର ତଦନ୍ତ ଆରମ୍ଭ
459
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜଗନ୍ନାଥ ମନ୍ଦିରରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି । ମନ୍ଦିର ପରିଚାଳକ ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ଟାଉନ ଥାନା ପକ୍ଷରୁ ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଛି । ସୁଚନାନୁସାରେ ଜଗନ୍ନାଥ ମନ୍ଦିରର ୫-ଟି କାର୍ଯ୍ୟ ଜାରି ରହିଛି । ସୁଆର ସେବକ ସୁକାନ୍ତ କୁମାର ମିଶ୍ର ରାତ୍ର ୪.୪୫ ମିନିଟରେ ଆସି ୱାଚରକୁ ଡାକିଥିଲେ । ସେ ମନ୍ଦିରର ଦକ୍ଷୀଣ ପାଶ୍ୱର୍ ଖୋଲା ଥିବା ଦେଖି ସନ୍ଦେହ ଉପୁଜିଥିଲା ।

ସେ ତୁରନ୍ତ ମନ୍ଦିର ସୁପର ଭାଇଜର ଓ ପରିଚାଳକଙ୍କୁ ଖବର ଦେଇଥିଲେ । ଏହା ପରେ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିଲା । ଦାନ ବକ୍ସରୁ ସମସ୍ତ ଟଙ୍କା ଲୁଟ କରି ନେଇଥିବା ଜଣା ପଡିଛି । ଏଥି ସହ ୫ଟି ରୁପା କିରଟ, ୫ ଗୋଟି ଚିତା, ନାକ ଚଣା ଏଭଳି ସମସ୍ତ ଜିନିଷ ଦୁର୍ବୁତ ମାନେ ଲୁଟ କରି ନେଇଛନ୍ତି । ମୋଟ ୧୩୦୦ ଗ୍ରାମର ଅଳଙ୍କାର ଲୁଟ ହୋଇଥିବା ଜଣା ପଡିଛି । ମନ୍ଦିର ପରିଚାଳକ ଥାନାରେ ଏଫାୟାର ଦେବା ପରେ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!