Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆକ୍ରମଣ କରି ଲୁଟିଲେ ସୁନା ଗହଣା

by ସଞ୍ଜୟ ସ୍ୱାଇଁ
May 22, 2025
in Crime, State
ଆକ୍ରମଣ କରି ଲୁଟିଲେ ସୁନା ଗହଣା
24
VIEWS
Share on FacebookShare on Twitter

ବାଲେଶ୍ଵର, (ବାଘୁଆବାର୍ତ୍ତା): ବାଲେଶ୍ଵର ଜିଲ୍ଲା ସୋର ଦୟାନିଧିପୁର ଗାଁରେ ରାତି ଅଧରେ ଗୁଳି ଫୁଟାଇ ଲୁଟ୍ । ମରଣାନ୍ତକ ଆକ୍ରମଣ କରି ଲୁଟିଲେ ସୁନା ଗହଣା । ୨ ରାଉଣ୍ଡ ଗୁଳିମାଡ଼ରେ ୨ ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ବଳରାମ ରାଉତଙ୍କ ଛାତିରେ ଓ ପ୍ରଶାନ୍ତ ରାଉତଙ୍କ କାନରେ ବାଜିଛି ଗୁଳି । ୫ ସଦସ୍ୟଙ୍କୁ ବାନ୍ଧି ନିସ୍ତୁକ ପିଟି ଲୁଟ୍ । ଲୁଟିନେଲେ ସୁନା ଗହଣା ଓ ନଗଦ ଟଙ୍କା । ଆନୁମାନିକ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ୫୦ ହଜାର ଟଙ୍କା ଲୁଟ୍ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!